Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୦୯, ଅଗଷ୍ଟ

275

ଭୁବନେଶ୍ୱର ୯-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୭୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୪୫୯୨୭କୁ ବୃଦ୍ଧି ପାଇଛି। ୨୯ ଜିଲ୍ଲାରୁ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୭୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ୧୫୪୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୬୫୦୧୮୩ ଜଣ। ମୋଟ ଆକ୍ରାନ୍ତ ୪୫୯୨୭ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୩୦୨୪୧ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୫୩୬୫ ଜଣ।

ପୁଣି କରୋନା ନେଇଛି ୧୩ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୭୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ୨ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ , ବରଗଡ ଜିଲ୍ଲାରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ  କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ପୁରୀ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୪୯ କୁ ବୃଦ୍ଧି ପାଇଛି।

ଚିକିତ୍ସିତ ହେଉଥିବା ବେଳେ ୧୩ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୨- ଭୁବନେଶ୍ୱରର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ, ପୁରୁଣା ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ।

୩- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ଏବଂ ମୋଟାପଣରେ ପୀଡିତ ଥିଲେ।

୪- କୋରାପୁଟ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- କୋରାପୁଟ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୬- ବରଗଡ ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ।

୭- ନୟାଗଡ଼ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୮- ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୦- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୧- ଗଞ୍ଜାମ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ।

୧୨- ଗଞ୍ଜାମ ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୭୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୪
୨- ବାଲେଶ୍ୱର ଜିଲ୍ଲାରୁ – ୭୩
୩- ବରଗଡ଼ ଜିଲ୍ଲାରୁ – ୫୧
୪- ଭଦ୍ରକ ଜିଲ୍ଲାରୁ – ୫୮
୫- ବଲାଙ୍ଗୀର ଜିଲ୍ଲାରୁ – ୬
୬- କଟକ ଜିଲ୍ଲାରୁ – ୧୭୭
୭- ଦେବଗଡ଼ ଜିଲ୍ଲାରୁ – ୫
୮- ଢେଙ୍କାନାଳ ଜିଲ୍ଲାରୁ – ୨୯
୯- ଗଜପତି ଜିଲ୍ଲାରୁ – ୮୫
୧୦- ଗଞ୍ଜାମ ଜିଲ୍ଲାରୁ – ୨୨୨
୧୧- ଜଗତସିଂହପୁର ଜିଲ୍ଲାରୁ – ୧୨
୧୨- ଯାଜପୁର ଜିଲ୍ଲାରୁ – ୩୮
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୬
୧୪- କଳାହାଣ୍ଡି ଜିଲ୍ଲାରୁ – ୨୪
୧୫- କନ୍ଧମାଳ ଜିଲ୍ଲାରୁ – ୫୯
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨
୧୭- କେନ୍ଦୁଝର ଜିଲ୍ଲାରୁ – ୨୭
୧୮- ଖୋର୍ଦ୍ଧା ଜିଲ୍ଲାରୁ : ୩୪୨
୧୯- କୋରାପୁଟ ଜିଲ୍ଲାରୁ – ୬୦
୨୦- ମାଲକାନଗିରି : ୫୨
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୩୫
୨୨- ନବରଙ୍ଗପୁର ଜିଲ୍ଲାରେ: ୧୩
୨୩- ନୟାଗଡ଼ ଜିଲ୍ଲାରୁ – ୧୦୬
୨୪- ନୂଆପଡ଼ା ଜିଲ୍ଲାରୁ – ୨୨
୨୫- ପୁରୀ ଜିଲ୍ଲାରୁ – ୫୫
୨୬- ରାୟଗଡ଼ା ଜିଲ୍ଲାରୁ – ୧୮
୨୭- ସମ୍ବଲପୁର ଜିଲ୍ଲାରୁ – ୧୪
୨୮- ସୋନପୁର ଜିଲ୍ଲାରୁ – ୧୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୧୨୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ [+୪] ଜଣ ସକ୍ରୀୟ ଅଛନ୍ତି। ୩୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧, ୩୯୧ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୧ [+୭୨] ଜଣ ସକ୍ରୀୟ ଅଛନ୍ତି। ୯୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୬୩୪ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୬ [+୫୦] ଜଣ ସକ୍ରୀୟ ଅଛନ୍ତି। ୪୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୯୧୪ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୫ [+୫୮] ଜଣ ସକ୍ରୀୟ ଅଛନ୍ତି। ୬୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୬୩୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୨ [+୬] ଜଣ ସକ୍ରୀୟ ଅଛନ୍ତି। ୪୧୫ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୨୦୩ ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ ଜଣ ସକ୍ରୀୟ ଅଛନ୍ତି। ୧୩୭ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୩, ୧୩୦ [+୧୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୩ [+୧୭୭] ଜଣ ସକ୍ରୀୟ ଅଛନ୍ତି। ୧, ୯୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୦୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୫] ଜଣ ସକ୍ରୀୟ ଅଛନ୍ତି। ୯୪ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୫୬୦ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୯ [+୨୯] ଜଣ ସକ୍ରୀୟ ଅଛନ୍ତି। ୩୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୧, ୯୮୯ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୮ [+୮୫] ଜଣ ସକ୍ରୀୟ ଅଛନ୍ତି। ୧, ୩୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୨, ୮୫୫ [+୨୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୪୫ [+୨୧୬] ଜଣ ସକ୍ରୀୟ ଅଛନ୍ତି। ୧୦, ୧୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୧ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୮୭୦ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୦ [+୧୨] ଜଣ ସକ୍ରୀୟ ଅଛନ୍ତି। ୬୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧, ୬୦୧ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୭ [+୩୮] ଜଣ ସକ୍ରୀୟ ଅଛନ୍ତି। ୧, ୨୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩୯୧ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୬] ଜଣ ସକ୍ରୀୟ ଅଛନ୍ତି। ୩୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪୮୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୮ [+୨୪] ଜଣ ସକ୍ରୀୟ ଅଛନ୍ତି। ୨୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୮୯୯ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୧ [+୫୯] ଜଣ ସକ୍ରୀୟ ଅଛନ୍ତି। ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୬୫୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୯ [+୨] ଜଣ ସକ୍ରୀୟ ଅଛନ୍ତି। ୪୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୦୩୮ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୬ [+୨୭] ଜଣ ସକ୍ରୀୟ ଅଛନ୍ତି। ୭୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୬, ୪୪୫ [+୩୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୩୮୧ [+୩୪୦] ଜଣ ସକ୍ରୀୟ ଅଛନ୍ତି। ୩, ୦୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୯ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧, ୨୦୪ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୫ [+୫୮] ଜଣ ସକ୍ରୀୟ ଅଛନ୍ତି। ୬୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୮୮୮ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୫ [+୫୨] ଜଣ ସକ୍ରୀୟ ଅଛନ୍ତି। ୪୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୮୯୬ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୬ [+୩୫] ଜଣ ସକ୍ରୀୟ ଅଛନ୍ତି। ୬୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩୬୦ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧, ୦୦୯ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୫ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୫୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୮୫ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୩୧ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୧, ୨୭୩ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୬ [+୫୪] ଜଣ ସକ୍ରୀୟ ଅଛନ୍ତି। ୭୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧, ୪୭୯ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୭ [+୧୮] ଜଣ ସକ୍ରୀୟ ଅଛନ୍ତି। ୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧, ୦୦୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୨ [+୧୪] ଜଣ ସକ୍ରୀୟ ଅଛନ୍ତି। ୪୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧୬୯ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୨, ୨୩୬ [+୧୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୩ [+୧୨୬] ଜଣ ସକ୍ରୀୟ ଅଛନ୍ତି। ୧, ୪୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.