Home Coronavirus Outbreak ରାଜ୍ୟରେ ଆଜି ୨୦୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ୧୪ ମୃତ – ଜାଣନ୍ତୁ ଆପଣଙ୍କ...

ରାଜ୍ୟରେ ଆଜି ୨୦୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ୧୪ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

88

ଭୁବନେଶ୍ୱର ୧୮-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୦୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୬୮୩୬୪କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୧୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୮୪୨ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୦୪୩୩୨୩। ମୋଟ ଆକ୍ରାନ୍ତ ୨୬୮୩୬୪ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୨୪୪୨୨୭ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୨୯୪୯ ଜଣ।
ରାଜ୍ୟରେ ଆଜି କରୋନା ନେଲା ୧୪ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୩୫ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –

ଭୁବନେଶ୍ୱରର ୪ ଜଣ
କଟକ ଜିଲ୍ଲାର ୨ ଜଣ
ମୟୁରଭଞ୍ଜ ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜଣେ
ଢ଼େଙ୍କାନାଳ ଜିଲ୍ଲାର ଜଣେ
ଜଗତସିଂହପୁର ଜିଲ୍ଲାର ୨ ଜଣ
କନ୍ଧମାଳଳ ଜିଲ୍ଲାର ଜଣେ
ବଲାଙ୍ଗୀର ଜିଲ୍ଲାର ଜଣେ
ସମ୍ବଲପୁର ଜିଲ୍ଲାର ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି

ମୃତକଙ୍କ ବିଷୟରେ

୧- ଭୁବନେଶ୍ୱରର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

୪- ଭୁବନେଶ୍ୱରର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୫- କଟକ ର ୪୫ ବର୍ଷ ବୟସ୍କ ପୁରୁଷ।

୬- କଟକର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ମୟୁରଭଞ୍ଜର ୪୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ପୁରୀ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ଢ଼େଙ୍କାନାଳ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କା ମହିଳା ଯିଏ ହାଇପୋଥାଇରଏଡ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ଜଗତସିଂହପୁର ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୧- ଜଗତସିଂହପୁର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- କନ୍ଧମାଳଳ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏକି CAD ଆର୍ଟେରିୟର ଫାଇବ୍ରିଲେସନରେ ପୀଡ଼ିତ ଥିଲେ।

୧୩- ବଲାଙ୍ଗୀର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୪- ସମ୍ବଲପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୦୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୨୯

୨- ବାଲେଶ୍ୱର ଜିଲ୍ଲାରୁ –  ୬୯

୩- ବରଗଡ଼ ଜିଲ୍ଲାରୁ –  ୭୭

୪- ଭଦ୍ରକ ଜିଲ୍ଲାରୁ –  ୪୧

୫- ବଲାଙ୍ଗୀର ଜିଲ୍ଲାରୁ –  ୭୧

୬- ବୌଦ୍ଦ ଜିଲ୍ଲାରୁ –  ୧୨

୭- କଟକ ଜିଲ୍ଲାରୁ –  ୧୫୦

୮- ଦେବଗଡ଼ ଜିଲ୍ଲାରୁ –  ୨୦

୯- ଢେଙ୍କାନାଳ ଜିଲ୍ଲାରୁ –  ୩୮

୧୦- ଗଜପତି ଜିଲ୍ଲାରୁ –  ୬

୧୧- ଗଞ୍ଜାମ ଜିଲ୍ଲାରୁ –  ୩୩

୧୨- ଜଗତସିଂହପୁର ଜିଲ୍ଲାରୁ –  ୬୪

୧୩- ଯାଜପୁର ଜିଲ୍ଲାରୁ –  ୭୩

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୪୩

୧୫- କଳାହାଣ୍ଡି ଜିଲ୍ଲାରୁ –  ୬୯

୧୬- କନ୍ଧମାଳ ଜିଲ୍ଲାରୁ –  ୩୧

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬୧

୧୮- କେନ୍ଦୁଝର ଜିଲ୍ଲାରୁ –  ୫୮

୧୯- ଖୋର୍ଦ୍ଧା ଜିଲ୍ଲାରୁ: ୨୮୩

୨୦- କୋରାପୁଟ ଜିଲ୍ଲାରୁ –  ୪୧

୨୧- ମାଲକାନଗିରି : ୨୦

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୧୧୧

୨୩- ନବରଙ୍ଗପୁର ଜିଲ୍ଲାରେ: ୬୦

୨୪- ନୟାଗଡ଼ ଜିଲ୍ଲାରୁ –  ୪୦

୨୫- ନୂଆପଡ଼ା ଜିଲ୍ଲାରୁ –  ୯୦

୨୬- ପୁରୀ ଜିଲ୍ଲାରୁ –  ୩୦

୨୭- ରାୟଗଡ଼ା ଜିଲ୍ଲାରୁ –  ୨୪

୨୮- ସମ୍ବଲପୁର ଜିଲ୍ଲାରୁ –  ୫୨

୨୯- ସୋନପୁର ଜିଲ୍ଲାରୁ –  ୬୮

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୯୯

୩୧- State Pool: ୫୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୬, ୭୮୭ [+୧୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୪୨ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୫, ୩୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୯, ୩୩୭ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬୫ [+୬୯] ଜଣ ସକ୍ରୀୟ ଅଛନ୍ତି। ୮, ୩୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭, ୯୯୬ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୩ [+୭୭] ଜଣ ସକ୍ରୀୟ ଅଛନ୍ତି। ୭, ୧୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୬, ୨୬୯ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୦ [+୪୧] ଜଣ ସକ୍ରୀୟ ଅଛନ୍ତି। ୫, ୭୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୫, ୮୫୮ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୧ [+୭୦] ଜଣ ସକ୍ରୀୟ ଅଛନ୍ତି। ୫, ୦୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨, ୩୬୮ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୩ [+୧୨] ଜଣ ସକ୍ରୀୟ ଅଛନ୍ତି। ୨, ୦୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୪, ୨୮୨ [+୧୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୧୫ [+୧୪୮] ଜଣ ସକ୍ରୀୟ ଅଛନ୍ତି। ୨୨, ୪୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୧୦ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ [+୨୦] ଜଣ ସକ୍ରୀୟ ଅଛନ୍ତି। ୮୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୪, ୬୨୮ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୦ [+୩୭] ଜଣ ସକ୍ରୀୟ ଅଛନ୍ତି। ୪, ୨୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୭୬୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୬] ଜଣ ସକ୍ରୀୟ ଅଛନ୍ତି। ୩, ୬୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୦, ୮୨୫ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୬ [+୩୩] ଜଣ ସକ୍ରୀୟ ଅଛନ୍ତି। ୨୦, ୪୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୬, ୫୮୯ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୮ [+୬୨] ଜଣ ସକ୍ରୀୟ ଅଛନ୍ତି। ୫, ୮୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧୦, ୧୪୨ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୭ [+୭୩] ଜଣ ସକ୍ରୀୟ ଅଛନ୍ତି। ୯, ୨୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୫, ୭୭୩ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୯ [+୪୩] ଜଣ ସକ୍ରୀୟ ଅଛନ୍ତି। ୫, ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪, ୫୩୦ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୬ [+୬୯] ଜଣ ସକ୍ରୀୟ ଅଛନ୍ତି। ୩, ୭୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୫, ୩୫୪ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୩ [+୩୦] ଜଣ ସକ୍ରୀୟ ଅଛନ୍ତି। ୫, ୦୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୬, ୭୪୮ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୪ [+୬୧] ଜଣ ସକ୍ରୀୟ ଅଛନ୍ତି। ୫, ୯୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୫, ୫୩୮ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୬ [+୫୮] ଜଣ ସକ୍ରୀୟ ଅଛନ୍ତି। ୫, ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪୫, ୯୪୪ [+୨୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୪୭ [+୨୭୯] ଜଣ ସକ୍ରୀୟ ଅଛନ୍ତି। ୪୨, ୧୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୬, ୯୧୦ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୨ [+୪୧] ଜଣ ସକ୍ରୀୟ ଅଛନ୍ତି। ୬, ୪୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୪୫୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୨ [+୨୦] ଜଣ ସକ୍ରୀୟ ଅଛନ୍ତି। ୪, ୦୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧୦, ୨୫୨ [+୧୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୪୬ [+୧୧୦] ଜଣ ସକ୍ରୀୟ ଅଛନ୍ତି। ୮, ୯୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪, ୭୩୧ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୮ [+୬୦] ଜଣ ସକ୍ରୀୟ ଅଛନ୍ତି। ୪, ୨୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୫, ୬୦୪ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୮ [+୪୦] ଜଣ ସକ୍ରୀୟ ଅଛନ୍ତି। ୫, ୨୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୪, ୭୬୫ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୮ [+୯୦] ଜଣ ସକ୍ରୀୟ ଅଛନ୍ତି। ୪, ୧୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୧, ୭୭୧ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୮ [+୨୯] ଜଣ ସକ୍ରୀୟ ଅଛନ୍ତି। ୧୦, ୯୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୭, ୯୧୫ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୨ [+୨୪] ଜଣ ସକ୍ରୀୟ ଅଛନ୍ତି। ୭, ୭୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୭, ୫୨୧ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୬ [+୫୧] ଜଣ ସକ୍ରୀୟ ଅଛନ୍ତି। ୬, ୭୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୪, ୦୯୦ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୯ [+୬୮] ଜଣ ସକ୍ରୀୟ ଅଛନ୍ତି। ୩, ୪୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୯, ୭୪୫ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୬୫ [+୯୯] ଜଣ ସକ୍ରୀୟ ଅଛନ୍ତି। ୮, ୨୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

 

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.