Home Coronavirus Outbreak ଆଜି ୩୦ ଜିଲ୍ଲାରୁ ୪୧୮୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ...

ଆଜି ୩୦ ଜିଲ୍ଲାରୁ ୪୧୮୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

265

ଭୁବନେଶ୍ୱର ୧୮-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୧୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୭୧୩୪୧ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୮୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୪୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୩୬୦୭ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୬୬୭୭୪୭। ମୋଟ ଆକ୍ରାନ୍ତ ୧୭୧୩୪୧ ରେ ପହଁଚିଥିବା ବେଳେ ମୋଟ ସୁସ୍ଥ ହୋଲେଣି ୧୩୩୪୬୬ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୭୧୪୦ ଜଣ।

ଆଜି ପୁଣି କରୋନା ନେଇଛି ୧୩ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୮୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବରଗଡ଼ ଜିଲ୍ଲାରୁ ଜଣେ,
ବଲାଙ୍ଗୀର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ଜଣେ,
ଗଜପତିଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ଜଣେ,
କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ,
ଖୋର୍ଦ୍ଦା ଜିଲ୍ଲାରୁ ୩ ଜଣ,
ମୟୁରଭଞ୍ଜ ଜିଲ୍ଲାରୁ ଜଣେ,
ପୁରୀ ଜିଲ୍ଲାରୁ ୨ ଜଣ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୩ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବରଗଡ ଜିଲ୍ଲାର ୨୫ ବର୍ଷ ବୟସ୍କ ପୁରୁଷ।

୨- ବଲାଙ୍ଗୀର ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ୪୯ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- ଗଜପତି ଜିଲ୍ଲାର ୫୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ପୀଡିତ ଥିଲେ।

୬- କନ୍ଧମାଳ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ କି ଡିଲେଟେଡ୍ କାର୍ଡିଓମୋପାଥି, ଗୁରୁତର ବାମ ଭେଣ୍ଟ୍ରିକୁଲାର ଡିସଫଙ୍କସନ, ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭- ଖୋର୍ଧା ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୮- ଖୋର୍ଧା ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୯୦ ବର୍ଷ ବୟସ୍କା ମହିଳା।

୧୦- କେନ୍ଦ୍ରାପଡା ଜିଲ୍ଲାର ଜଣେ ୯୭ ବର୍ଷ ବୟସ୍କା ମହିଳା।

୧୧- ମୟୁରଭଞ୍ଜ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୧୨- ପୁରୀ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ କି କରୋନାରୀ ଧମନୀ ରୋଗରେ ପୀଡିତ ଥିଲେ।

୧୩- ପୁରୀ ଜିଲ୍ଲାର ୭୯ ବର୍ଷ ବୟସ୍କ ପୁରୁଷ।

ଆଜି ୩୦ ଜିଲ୍ଲାରୁ ୪୧୮୦ ନୂଆ ଆକ୍ରାନ୍ତ ଚିହ୍ନଟ
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ
୧- ଅନୁଗୁଳ ଜିଲ୍ଲାରୁ – ୧୫୫
୨- ବାଲେଶ୍ୱର ଜିଲ୍ଲାରୁ – ୧୩୩
୩- ବରଗଡ଼ ଜିଲ୍ଲାରୁ – ୧୦୦
୪- ଭଦ୍ରକ ଜିଲ୍ଲାରୁ – ୮୧
୫- ବଲାଙ୍ଗୀର ଜିଲ୍ଲାରୁ – ୭୩
୬- ବୌଦ୍ଦ ଜିଲ୍ଲାରୁ – ୫୬
୭- କଟକ ଜିଲ୍ଲାରୁ – ୪୯୨
୮- ଦେବଗଡ଼ ଜିଲ୍ଲାରୁ – ୧୦
୯- ଢେଙ୍କାନାଳ ଜିଲ୍ଲାରୁ – ୬୭
୧୦- ଗଜପତି ଜିଲ୍ଲାରୁ – ୨୫
୧୧- ଗଞ୍ଜାମ ଜିଲ୍ଲାରୁ – ୫୮
୧୨- ଜଗତସିଂହପୁର ଜିଲ୍ଲାରୁ – ୧୨୩
୧୩- ଯାଜପୁର ଜିଲ୍ଲାରୁ – ୧୮୪
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮୩
୧୫- କଳାହାଣ୍ଡି ଜିଲ୍ଲାରୁ – ୬୭
୧୬- କନ୍ଧମାଳ ଜିଲ୍ଲାରୁ – ୭୭
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୨୧
୧୮- କେନ୍ଦୁଝର ଜିଲ୍ଲାରୁ – ୭୩
୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୬୮୮
୨୦- କୋରାପୁଟ ଜିଲ୍ଲାରୁ – ୯୯
୨୧- ମାଲକାନଗିରି : ୫୩
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୬୩
୨୩- ନବରଙ୍ଗପୁର ଜିଲ୍ଲାରେ: ୭୩
୨୪- ନୟାଗଡ଼ ଜିଲ୍ଲାରୁ – ୫୪
୨୫- ନୂଆପଡ଼ା ଜିଲ୍ଲାରୁ – ୫୪
୨୬- ପୁରୀ ଜିଲ୍ଲାରୁ – ୧୬୬
୨୭- ରାୟଗଡ଼ା ଜିଲ୍ଲାରୁ – ୧୬୦
୨୮- ସମ୍ବଲପୁର ଜିଲ୍ଲାରୁ – ୧୨୭
୨୯- ସୋନପୁର ଜିଲ୍ଲାରୁ – ୬୨
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୬୬
୩୧- State Pool: ୩୩୭

ଜିଲ୍ଲାୱାରୀ ତଥ୍ୟ-

ଅନୁଗୁଳ ଜିଲ୍ଲା ରେ ୨, ୪୩୫ [+୧୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୧୧ [+୧୫୫] ଜଣ ସକ୍ରୀୟ ଅଛନ୍ତି। ୧, ୪୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୫, ୮୮୪ [+୧୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୦୭ [+୧୩୩] ଜଣ ସକ୍ରୀୟ ଅଛନ୍ତି। ୪, ୫୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୫, ୦୦୭ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୪ [+୯୯] ଜଣ ସକ୍ରୀୟ ଅଛନ୍ତି। ୩, ୬୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୪, ୨୯୧ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୯ [+୮୧] ଜଣ ସକ୍ରୀୟ ଅଛନ୍ତି। ୩, ୪୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩, ୩୧୯ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୪ [+୭୨] ଜଣ ସକ୍ରୀୟ ଅଛନ୍ତି। ୨, ୩୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୩୧୪ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୦ [+୫୬] ଜଣ ସକ୍ରୀୟ ଅଛନ୍ତି। ୯୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୧୪, ୯୯୪ [+୪୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୭୬୬ [+୪୯୧] ଜଣ ସକ୍ରୀୟ ଅଛନ୍ତି। ୧୧, ୧୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୪୫୬ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୪୮ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨, ୯୦୩ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୩ [+୬୭] ଜଣ ସକ୍ରୀୟ ଅଛନ୍ତି। ୨, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୨୮୧ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୮ [+୨୪] ଜଣ ସକ୍ରୀୟ ଅଛନ୍ତି। ୩, ୦୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୯, ୫୦୨ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୮ [+୫୮] ଜଣ ସକ୍ରୀୟ ଅଛନ୍ତି। ୧୮, ୯୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୫  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩, ୬୨୫ [+୧୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୫୩ [+୧୨୩] ଜଣ ସକ୍ରୀୟ ଅଛନ୍ତି। ୨, ୪୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୬, ୫୦୨ [+୧୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୦୨ [+୧୮୪] ଜଣ ସକ୍ରୀୟ ଅଛନ୍ତି। ୫, ୦୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୩, ୦୦୯ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୭ [+୮୩] ଜଣ ସକ୍ରୀୟ ଅଛନ୍ତି। ୨, ୧୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୨, ୩୭୪ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୨ [+୬୭] ଜଣ ସକ୍ରୀୟ ଅଛନ୍ତି। ୧, ୬୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୩, ୨୮୩ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୩ [+୭୬] ଜଣ ସକ୍ରୀୟ ଅଛନ୍ତି। ୨, ୬୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୩, ୬୩୨ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୨୯ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୨, ୩୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୩, ୨୨୧ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୬ [+୭୩] ଜଣ ସକ୍ରୀୟ ଅଛନ୍ତି। ୨, ୬୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୨୯, ୪୮୨ [+୬୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୬୬୭ [+୬୮୫] ଜଣ ସକ୍ରୀୟ ଅଛନ୍ତି। ୨୨, ୭୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୫, ୨୩୩ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୦ [+୯୯] ଜଣ ସକ୍ରୀୟ ଅଛନ୍ତି। ୪, ୪୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୯୮୮ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୭ [+୫୩] ଜଣ ସକ୍ରୀୟ ଅଛନ୍ତି। ୨, ୬୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୬, ୩୨୯ [+୧୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୦ [+୧୬୨] ଜଣ ସକ୍ରୀୟ ଅଛନ୍ତି। ୫, ୧୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨, ୫୮୨ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫୯ [+୭୩] ଜଣ ସକ୍ରୀୟ ଅଛନ୍ତି। ୧, ୬୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪, ୦୭୩ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୦ [+୫୪] ଜଣ ସକ୍ରୀୟ ଅଛନ୍ତି। ୩, ୫୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧, ୯୭୩ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୭ [+୫୪] ଜଣ ସକ୍ରୀୟ ଅଛନ୍ତି। ୧, ୧୩୬ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୭, ୫୮୭ [+୧୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୦୭୧ [+୧୬୪] ଜଣ ସକ୍ରୀୟ ଅଛନ୍ତି। ୫, ୪୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୬, ୬୦୭ [+୧୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୬ [+୧୬୦] ଜଣ ସକ୍ରୀୟ ଅଛନ୍ତି। ୫, ୭୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୪, ୫୭୬ [+୧୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୪ [+୧୨୭] ଜଣ ସକ୍ରୀୟ ଅଛନ୍ତି। ୩, ୪୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୨, ୧୮୧ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୦ [+୬୨] ଜଣ ସକ୍ରୀୟ ଅଛନ୍ତି। ୧, ୨୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୬, ୧୭୦ [+୧୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୧ [+୧୬୬] ଜଣ ସକ୍ରୀୟ ଅଛନ୍ତି। ୫, ୦୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୨, ୫୨୮ [+୩୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୨୮ [+୩୩୭] ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.