Home Coronavirus Outbreak ରାଜ୍ୟରେ ଆଜି ୧୯୩୧ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ଆଜି ୧୯୩୧ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

153

ଭୁବନେଶ୍ୱର ୨୧-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୯୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୭୪୧୮୧ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୧୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୨୬୨୨ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୧୫୯୩୯୪। ମୋଟ ଆକ୍ରାନ୍ତ ୨୭୪୧୮୧ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୨୫୨୧୯୭ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୦୭୫୦ ଜଣ।

ରାଜ୍ୟରେ ଆଜି କରୋନା ନେଲା ୧୩ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୮୧ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –

ବାଲେଶ୍ୱର ଜିଲ୍ଲାର ଜଣେ
ଭୁବନେଶ୍ୱରର ୨ ଜଣ
ପୁରୀ ଜିଲ୍ଲାର ୩ ଜଣ
ଅନୁଗୁଳର ଜଣେ
ମୟୁରଭଞ୍ଜ ଜିଲ୍ଲାର ୪ ଜଣ
ନୁଆପଡା ଜିଲ୍ଲାର ଜଣେ
ବଲାଙ୍ଗୀର ଜିଲ୍ଲାର ଜଣେ

ମୃତକଙ୍କ ବିଷୟରେ

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କା ମହିଳା।

୨- ଭୁବନେଶ୍ୱରର ୪୪ ବର୍ଷ ବୟସ୍କ ପୁରୁଷ।

୩- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ହାଇପୋଥାଇରଏଡିଜିମ୍, ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

୪- ଅନୁଗୁଳର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୪୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ CAD ରେ ମଧ୍ୟ ପୀଡିତ ଥିଲେ।

୬- ପୁରୀ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୭- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୮- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- ପୁରୀ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ନୁଆପଡା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ CKD ରେ ମଧ୍ୟ ପୀଡିତ ଥିଲେ।

୧୨- ବଲାଙ୍ଗୀର ଜିଲ୍ଲାର ୨୩ ବର୍ଷ ବୟସ୍କା ମହିଳା।

୧୩- ମୟୁରଭଞ୍ଜ ଜିଲ୍ଲାର ୭୫ ବର୍ଷ ବୟସ୍କା ମହିଳା।

ରାଜ୍ୟରେ ଆଜି ୧୯୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୨୦
୨- ବାଲେଶ୍ୱର ଜିଲ୍ଲାରୁ – ୭୩
୩- ବରଗଡ଼ ଜିଲ୍ଲାରୁ – ୬୬
୪- ଭଦ୍ରକ ଜିଲ୍ଲାରୁ – ୬୪
୫- ବଲାଙ୍ଗୀର ଜିଲ୍ଲାରୁ – ୬୪
୬- ବୌଦ୍ଦ ଜିଲ୍ଲାରୁ – ୭
୭- କଟକ ଜିଲ୍ଲାରୁ – ୧୫୩
୮- ଦେବଗଡ଼ ଜିଲ୍ଲାରୁ – ୯
୯- ଢେଙ୍କାନାଳ ଜିଲ୍ଲାରୁ – ୩୫
୧୦- ଗଜପତି ଜିଲ୍ଲାରୁ – ୯
୧୧- ଗଞ୍ଜାମ ଜିଲ୍ଲାରୁ – ୨୭
୧୨- ଜଗତସିଂହପୁର ଜିଲ୍ଲାରୁ – ୭୮
୧୩- ଯାଜପୁର ଜିଲ୍ଲାରୁ – ୬୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୫୬
୧୫- କଳାହାଣ୍ଡି ଜିଲ୍ଲାରୁ – ୪୫
୧୬- କନ୍ଧମାଳ ଜିଲ୍ଲାରୁ – ୪୬
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬୧
୧୮- କେନ୍ଦୁଝର ଜିଲ୍ଲାରୁ – ୬୫
୧୯- ଖୋର୍ଦ୍ଧା ଜି୍ଲଲାରୁ : ୨୭୩
୨୦- କୋରାପୁଟ ଜିଲ୍ଲାରୁ – ୨୯
୨୧- ମାଲକାନଗିରି : ୩୮
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୯୯
୨୩- ନବରଙ୍ଗପୁର ଜିଲ୍ଲାରେ: ୬୨
୨୪- ନୟାଗଡ଼ ଜିଲ୍ଲାରୁ – ୨୩
୨୫- ନୂଆପଡ଼ା ଜିଲ୍ଲାରୁ – ୪୩
୨୬- ପୁରୀ ଜିଲ୍ଲାରୁ – ୭୨
୨୭- ରାୟଗଡ଼ା ଜିଲ୍ଲାରୁ – ୨୫
୨୮- ସମ୍ବଲପୁର ଜିଲ୍ଲାରୁ – ୩୭
୨୯- ସୋନପୁର ଜିଲ୍ଲାରୁ – ୩୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦୪
୩୧- State Pool: ୫୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୭, ୧୩୫ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୫୧ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୫, ୮୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୯, ୫୮୬ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୭ [+୭୨] ଜଣ ସକ୍ରୀୟ ଅଛନ୍ତି। ୮, ୬୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୮, ୧୪୩ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୫ [+୬୬] ଜଣ ସକ୍ରୀୟ ଅଛନ୍ତି। ୭, ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୬, ୪୧୫ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୧ [+୬୪] ଜଣ ସକ୍ରୀୟ ଅଛନ୍ତି। ୫, ୯୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୬, ୦୭୬ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୧ [+୬୩] ଜଣ ସକ୍ରୀୟ ଅଛନ୍ତି। ୫, ୩୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨, ୪୧୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୦ [+୭] ଜଣ ସକ୍ରୀୟ ଅଛନ୍ତି। ୨, ୧୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୪, ୬୯୧ [+୧୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୩୦ [+୧୫୩] ଜଣ ସକ୍ରୀୟ ଅଛନ୍ତି। ୨୩, ୦୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୫୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ [+୯] ଜଣ ସକ୍ରୀୟ ଅଛନ୍ତି। ୮୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୪, ୭୬୮ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୫ [+୩୫] ଜଣ ସକ୍ରୀୟ ଅଛନ୍ତି। ୪, ୩୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୭୮୬ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ [+୯] ଜଣ ସକ୍ରୀୟ ଅଛନ୍ତି। ୩, ୬୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୦, ୯୧୫ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୯ [+୨୭] ଜଣ ସକ୍ରୀୟ ଅଛନ୍ତି। ୨୦, ୪୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୬, ୭୯୫ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୭ [+୭୮] ଜଣ ସକ୍ରୀୟ ଅଛନ୍ତି। ୬, ୧୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧୦, ୩୪୪ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୨ [+୬୭] ଜଣ ସକ୍ରୀୟ ଅଛନ୍ତି। ୯, ୫୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୫, ୯୩୦ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୮ [+୫୬] ଜଣ ସକ୍ରୀୟ ଅଛନ୍ତି। ୫, ୫୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪, ୬୯୪ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୬ [+୪୫] ଜଣ ସକ୍ରୀୟ ଅଛନ୍ତି। ୪, ୦୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୫, ୪୪୧ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୪ [+୪୬] ଜଣ ସକ୍ରୀୟ ଅଛନ୍ତି। ୫, ୧୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୬, ୯୮୦ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୨ [+୬୧] ଜଣ ସକ୍ରୀୟ ଅଛନ୍ତି। ୬, ୨୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୫, ୭୧୮ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୮ [+୬୫] ଜଣ ସକ୍ରୀୟ ଅଛନ୍ତି। ୫, ୨୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪୬, ୭୩୮ [+୨୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୦୬୫ [+୨୭୧] ଜଣ ସକ୍ରୀୟ ଅଛନ୍ତି। ୪୩, ୪୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୭, ୦୧୭ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୯ [+୨୯] ଜଣ ସକ୍ରୀୟ ଅଛନ୍ତି। ୬, ୬୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୫୬୨ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୦ [+୩୮] ଜଣ ସକ୍ରୀୟ ଅଛନ୍ତି। ୪, ୧୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧୦, ୫୫୧ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୬ [+୯୫] ଜଣ ସକ୍ରୀୟ ଅଛନ୍ତି। ୯, ୩୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪, ୮୮୮ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୯ [+୬୨] ଜଣ ସକ୍ରୀୟ ଅଛନ୍ତି। ୪, ୪୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୫, ୬୯୨ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୬ [+୨୩] ଜଣ ସକ୍ରୀୟ ଅଛନ୍ତି। ୫, ୩୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୪, ୯୭୩ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୬ [+୪୨] ଜଣ ସକ୍ରୀୟ ଅଛନ୍ତି। ୪, ୩୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୧, ୯୬୪ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୦ [+୬୯] ଜଣ ସକ୍ରୀୟ ଅଛନ୍ତି। ୧୧, ୨୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୭, ୯୬୭ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୭, ୭୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୭, ୬୪୦ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୪ [+୩୭] ଜଣ ସକ୍ରୀୟ ଅଛନ୍ତି। ୭, ୦୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୪, ୨୩୮ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୯ [+୩୦] ଜଣ ସକ୍ରୀୟ ଅଛନ୍ତି। ୩, ୬୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୧୦, ୦୪୭ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୭ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୮, ୬୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୧୨୩ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୭ [+୫୧] ଜଣ ସକ୍ରୀୟ ଅଛନ୍ତି। ୬, ୪୬୬ ଜଣ ସୁସ୍ଥ ହୋଇଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.