Home Coronavirus Outbreak ରାଜ୍ୟରେ ଆଜି ୧୯୧୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ଆଜି ୧୯୧୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ

104

ଭୁବନେଶ୍ୱର ୨୨-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୯୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୭୬୦୯୪ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୧୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ୨୭୧୬ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୧୯୯୫୦୮। ମୋଟ ଆକ୍ରାନ୍ତ ୨୭୬୦୯୪ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୨୫୪୯୧୩ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୯୯୩୨ ଜଣ।

ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୯୬ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି [ଆଜି ୩ ଜଣଙ୍କ ମୃତ୍ୟୁ ହୋଇଛି ]

କଟକ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି [ଆଜି ୧ଜଣଙ୍କ ମୃତ୍ୟୁ ହୋଇଛି ]

ଢେଙ୍କାନାଳ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି [ଆଜି ୨ଜଣଙ୍କ ମୃତ୍ୟୁ ହୋଇଛି ]

ଖୋର୍ଦ୍ଦା ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୨୦୫ କୁ ବୃଦ୍ଧି ପାଇଛି [ଆଜି ୨ଜଣଙ୍କ ମୃତ୍ୟୁ ହୋଇଛି ]

ମୟୁରଭଞ୍ଜ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୫୧ କୁ ବୃଦ୍ଧି ପାଇଛି [ଆଜି ୩ଜଣଙ୍କ ମୃତ୍ୟୁ ହୋଇଛି ]

ପୁରୀ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି [ଆଜି ୧ଜଣଙ୍କ ମୃତ୍ୟୁ ହୋଇଛି ]

ସୋନପୁର ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି [ଆଜି ୨ଜଣଙ୍କ ମୃତ୍ୟୁ ହୋଇଛି ]

ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ]

ମୃତକଙ୍କ ବିଷୟରେ

୧- ଢ଼େଙ୍କାନାଳ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା।

୨- ଢ଼େଙ୍କାନାଳ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୩- ରାଉରକେଲାର ୨୯ ବର୍ଷ ବୟସ୍କା ମହିଳା।

୪- କଟକଙ୍କର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ଭୁବନେଶ୍ୱରର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ଯିଏକି ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୭- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ CKD ରେ ପୀଡିତ ଥିଲେ।

୮- ମୟୁରଭଞ୍ଜ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ।

୯- ଅନୁଗୁଳ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ।

୧୦- ଅନୁଗୁଳ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କା ମହିଳା।

୧୧- ଅନୁଗୁଳ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୩- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୪- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା।

୧୫- ମୟୁରଭଞ୍ଜ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୧୯୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୧୦୬

୨- ବାଲେଶ୍ୱର ଜିଲ୍ଲାରୁ – ୭୩

୩- ବରଗଡ଼ ଜିଲ୍ଲାରୁ – ୬୩

୪- ଭଦ୍ରକ ଜିଲ୍ଲାରୁ – ୪୬

୫- ବଲାଙ୍ଗୀର ଜିଲ୍ଲାରୁ – ୬୩

୬- ବୌଦ୍ଦ ଜିଲ୍ଲାରୁ – ୧୨

୭- କଟକ ଜିଲ୍ଲାରୁ – ୧୫୦

୮- ଦେବଗଡ଼ ଜିଲ୍ଲାରୁ – ୫

୯- ଢେଙ୍କାନାଳ ଜିଲ୍ଲାରୁ – ୪୮

୧୦- ଗଜପତି ଜିଲ୍ଲାରୁ – ୪

୧୧- ଗଞ୍ଜାମ ଜିଲ୍ଲାରୁ – ୨୮

୧୨- ଜଗତସିଂହପୁର ଜିଲ୍ଲାରୁ – ୯୯

୧୩- ଯାଜପୁର ଜିଲ୍ଲାରୁ – ୭୨

୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୪୮

୧୫- କଳାହାଣ୍ଡି ଜିଲ୍ଲାରୁ – ୮୨

୧୬- କନ୍ଧମାଳ ଜିଲ୍ଲାରୁ – ୪୮

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୧

୧୮- କେନ୍ଦୁଝର ଜିଲ୍ଲାରୁ – ୭୪

୧୯- ଖୋର୍ଦ୍ଧା ଜିଲ୍ଲାରୁ : ୨୫୪

୨୦- କୋରାପୁଟ ଜିଲ୍ଲାରୁ – ୫୪

୨୧- ମାଲକାନଗିରି : ୧୬

୨୨- ମୟୁରଭଞ୍ଜ ଜିଲ୍ଲାରୁ – ୯୨

୨୩- ନବରଙ୍ଗପୁର ଜିଲ୍ଲାରେ: ୪୧

୨୪- ନୟାଗଡ଼ ଜିଲ୍ଲାରୁ – ୩୩

୨୫- ନୂଆପଡ଼ା ଜିଲ୍ଲାରୁ – ୬୩

୨୬- ପୁରୀ ଜିଲ୍ଲାରୁ – ୫୫

୨୭- ରାୟଗଡ଼ା ଜିଲ୍ଲାରୁ – ୧୪

୨୮- ସମ୍ବଲପୁର ଜିଲ୍ଲାରୁ – ୫୦

୨୯- ସୋନପୁର ଜିଲ୍ଲାରୁ – ୨୦

୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୯୯

୩୧- State Pool: ୫୦

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୭, ୨୪୧ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୫୩ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୬, ୦୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୯, ୬୫୯ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୨ [+୭୩] ଜଣ ସକ୍ରୀୟ ଅଛନ୍ତି। ୮, ୬୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୮, ୨୦୬ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୮ [+୬୩] ଜଣ ସକ୍ରୀୟ ଅଛନ୍ତି। ୭, ୫୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୪୬୧ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୯ [+୪୬] ଜଣ ସକ୍ରୀୟ ଅଛନ୍ତି। ୫, ୯୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୬, ୧୩୯ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୯ [+୬୩] ଜଣ ସକ୍ରୀୟ ଅଛନ୍ତି। ୫, ୪୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୪୨୨ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୭ [+୧୨] ଜଣ ସକ୍ରୀୟ ଅଛନ୍ତି। ୨, ୧୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୪, ୮୪୧ [+୧୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୬୦ [+୧୪୯] ଜଣ ସକ୍ରୀୟ ଅଛନ୍ତି। ୨୩, ୧୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୯୫୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୫] ଜଣ ସକ୍ରୀୟ ଅଛନ୍ତି। ୮୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୪, ୮୧୬ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୫ [+୪୬] ଜଣ ସକ୍ରୀୟ ଅଛନ୍ତି। ୪, ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୭୯୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୪] ଜଣ ସକ୍ରୀୟ ଅଛନ୍ତି। ୩, ୭୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୯୪୩ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୩ [+୨୮] ଜଣ ସକ୍ରୀୟ ଅଛନ୍ତି। ୨୦, ୫୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬, ୮୯୪ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୦ [+୯୯] ଜଣ ସକ୍ରୀୟ ଅଛନ୍ତି। ୬, ୧୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୧୦, ୪୧୬ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୦ [+୭୨] ଜଣ ସକ୍ରୀୟ ଅଛନ୍ତି। ୯, ୬୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୫, ୯୭୮ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୬ [+୪୮] ଜଣ ସକ୍ରୀୟ ଅଛନ୍ତି। ୫, ୬୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୪, ୭୭୬ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୭ [+୮୨] ଜଣ ସକ୍ରୀୟ ଅଛନ୍ତି। ୪, ୧୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୪୮୯ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୪ [+୪୮] ଜଣ ସକ୍ରୀୟ ଅଛନ୍ତି। ୫, ୧୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୭, ୦୩୧ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୨ [+୫୧] ଜଣ ସକ୍ରୀୟ ଅଛନ୍ତି। ୬, ୨୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୫, ୭୯୨ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୩ [+୭୪] ଜଣ ସକ୍ରୀୟ ଅଛନ୍ତି। ୫, ୩୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୬, ୯୯୨ [+୨୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୩୧ [+୨୫୨] ଜଣ ସକ୍ରୀୟ ଅଛନ୍ତି। ୪୪, ୦୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭, ୦୭୧ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୪ [+୫୪] ଜଣ ସକ୍ରୀୟ ଅଛନ୍ତି। ୬, ୬୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୫୭୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୪, ୨୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧୦, ୬୪୩ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୯ [+୮୯] ଜଣ ସକ୍ରୀୟ ଅଛନ୍ତି। ୯, ୪୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪, ୯୨୯ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୨ [+୪୧] ଜଣ ସକ୍ରୀୟ ଅଛନ୍ତି। ୪, ୪୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୭୨୫ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୯ [+୩୩] ଜଣ ସକ୍ରୀୟ ଅଛନ୍ତି। ୫, ୩୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୫, ୦୩୬ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୩ [+୬୩] ଜଣ ସକ୍ରୀୟ ଅଛନ୍ତି। ୪, ୪୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୨, ୦୧୯ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୯ [+୫୪] ଜଣ ସକ୍ରୀୟ ଅଛନ୍ତି। ୧୧, ୨୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୯୮୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୭, ୭୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୭, ୬୯୦ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୬ [+୫୦] ଜଣ ସକ୍ରୀୟ ଅଛନ୍ତି। ୭, ୧୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୪, ୨୫୮ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୨ [+୧୮] ଜଣ ସକ୍ରୀୟ ଅଛନ୍ତି। ୩, ୭୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୧୦, ୧୪୬ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୦୯ [+୯୮] ଜଣ ସକ୍ରୀୟ ଅଛନ୍ତି। ୮, ୮୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୧୭୩ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୧ [+୫୦] ଜଣ ସକ୍ରୀୟ ଅଛନ୍ତି। ୬, ୫୫୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.