Home Coronavirus Outbreak ରାଜ୍ୟରେ ଆଜି ୧୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ...

ରାଜ୍ୟରେ ଆଜି ୧୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ

137

ଭୁବନେଶ୍ୱର ୨୪-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୬୯୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୭୯୫୮୨ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୨୩୭୭ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୪୨୮୦୨୭୪। ମୋଟ ଆକ୍ରାନ୍ତ ୨୭୯୫୮୨ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୨୫୯୪୧୮ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୧୮୮୮୨ ଜଣ।

ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୨୨୯ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ଜିଲ୍ଲାର ଜଣେ
ବୌଦ୍ଧ ଜିଲ୍ଲାର ଜଣେ
ବରଗଡ ଜିଲ୍ଲାର ଜଣେ
ଝାରସୁଗୁଡା ଜିଲ୍ଲାର ଜଣେ
କନ୍ଧମାଳ ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୨ ଜଣ
ସମ୍ବଲପୁର ଜିଲ୍ଲାର ଜଣେ
ଗଜପତି ଜିଲ୍ଲାର ଜଣେ
ଭୁବନେଶ୍ୱରର ୨ ଜଣ
ମୟୁରଭଞ୍ଜ ଜିଲ୍ଲାର ୨ ଜଣ
ବାଲେଶ୍ୱର ଜିଲ୍ଲାର ଜଣେ

ମୃକତଙ୍କ ବିଷୟରେ
୧- ଅନୁଗୁଳ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୨- ବୌଦ୍ଧ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୩- ବରଗଡ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୪- ଝାରସୁଗୁଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏକି CAD & Angioplasty ୨୦୦୭ ରେ ମଧ୍ୟ ପୀଡିତ ଥିଲେ।

୫- କନ୍ଧମାଳ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା।

୬- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ଡାଇବେଟିସ୍ ମେଲିଟସ୍, ଆର୍ଡିଏସ୍ ରୋଗରେ ପୀଡିତ ଥିଲେ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ଯିଏ ଇଶେମିକ୍ ହୃଦ ରୋଗ ଏବଂ HTN ରେ ମଧ୍ୟ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ଆଜମା, ମଧୁମେହ ରୋଗରେ ପୀଡିତ ଥିଲେ।

୯- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୧୦- ଗଜପତି ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମାନସିକ ରୋଗରେ ପୀଡିତ ଥିଲେ।

୧୧- ଭୁବନେଶ୍ୱରର ୬୪ ବର୍ଷ ବୟସ୍କ ପୁରୁଷ।

୧୨- ଭୁବନେଶ୍ୱରର ୩୯ ବର୍ଷ ବୟସ୍କା ମହିଳା।

୧୩- ମୟୁରଭଞ୍ଜ ଜିଲ୍ଲାର ୬୨ ବର୍ଷ ବୟସ୍କ ପୁରୁଷ।

୧୪- ମୟୁରଭଞ୍ଜ ଜିଲ୍ଲାର ୪୨ ବର୍ଷ ବୟସ୍କ ପୁରୁଷ।

୧୫- ବାଲେଶ୍ୱର ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୧୬୯୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୮୩
୨- ବାଲେଶ୍ୱର ଜିଲ୍ଲାରୁ – ୧୨୮
୩- ବରଗଡ଼ ଜିଲ୍ଲାରୁ – ୫୬
୪- ଭଦ୍ରକ ଜିଲ୍ଲାରୁ – ୩୫
୫- ବଲାଙ୍ଗୀର ଜିଲ୍ଲାରୁ – ୬୫
୬- ବୌଦ୍ଦ ଜିଲ୍ଲାରୁ – ୧୧
୭- କଟକ ଜିଲ୍ଲାରୁ – ୧୦୩
୮- ଦେବଗଡ଼ ଜିଲ୍ଲାରୁ – ୧୧
୯- ଢେଙ୍କାନାଳ ଜିଲ୍ଲାରୁ – ୨୩
୧୦- ଗଜପତି ଜିଲ୍ଲାରୁ – ୭
୧୧- ଗଞ୍ଜାମ ଜିଲ୍ଲାରୁ – ୪୫
୧୨- ଜଗତସିଂହପୁର ଜିଲ୍ଲାରୁ – ୭୭
୧୩- ଯାଜପୁର ଜିଲ୍ଲାରୁ – ୫୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୪୫
୧୫- କଳାହାଣ୍ଡି ଜିଲ୍ଲାରୁ – ୩୬
୧୬- କନ୍ଧମାଳ ଜିଲ୍ଲାରୁ – ୩୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୨
୧୮- କେନ୍ଦୁଝର ଜିଲ୍ଲାରୁ – ୭୩
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୧୮୩
୨୦- କୋରାପୁଟ ଜିଲ୍ଲାରୁ – ୪୫
୨୧- ମାଲକାନଗିରି : ୩୭
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୪୫
୨୩- ନବରଙ୍ଗପୁର ଜିଲ୍ଲାରେ: ୫୧
୨୪- ନୟାଗଡ଼ ଜିଲ୍ଲାରୁ – ୩୨
୨୫- ନୂଆପଡ଼ା ଜିଲ୍ଲାରୁ – ୯୨
୨୬- ପୁରୀ ଜିଲ୍ଲାରୁ – ୫୧
୨୭- ରାୟଗଡ଼ା ଜିଲ୍ଲାରୁ – ୧୭
୨୮- ସମ୍ବଲପୁର ଜିଲ୍ଲାରୁ – ୪୨
୨୯- ସୋନପୁର ଜିଲ୍ଲାରୁ – ୨୪
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୧୦
୩୧- State Pool: ୩୫

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୭, ୪୩୧ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୬ [+୮୨] ଜଣ ସକ୍ରୀୟ ଅଛନ୍ତି। ୬, ୪୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୯, ୮୨୭ [+୧୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୩ [+୧୨୭] ଜଣ ସକ୍ରୀୟ ଅଛନ୍ତି। ୮, ୯୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୮, ୩୨୩ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୬ [+୫୫] ଜଣ ସକ୍ରୀୟ ଅଛନ୍ତି। ୭, ୬୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୬, ୫୬୪ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୨ [+୩୪] ଜଣ ସକ୍ରୀୟ ଅଛନ୍ତି। ୬, ୧୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୬, ୨୮୦ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୩ [+୬୫] ଜଣ ସକ୍ରୀୟ ଅଛନ୍ତି। ୫, ୫୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨, ୪୩୭ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୨, ୨୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୫, ୧୦୪ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୬୧ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୨୩, ୪୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୯୭୮ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୮୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୪, ୮୬୧ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୧ [+୨୩] ଜଣ ସକ୍ରୀୟ ଅଛନ୍ତି। ୪, ୪୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୮୦୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୬] ଜଣ ସକ୍ରୀୟ ଅଛନ୍ତି। ୩, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୧, ୦୦୪ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୪ [+୪୫] ଜଣ ସକ୍ରୀୟ ଅଛନ୍ତି। ୨୦, ୫୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୭, ୦୨୩ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୫ [+୭୭] ଜଣ ସକ୍ରୀୟ ଅଛନ୍ତି। ୬, ୨୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧୦, ୫୪୯ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୮ [+୫୭] ଜଣ ସକ୍ରୀୟ ଅଛନ୍ତି। ୯, ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୬, ୦୭୬ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୭ [+୪୪] ଜଣ ସକ୍ରୀୟ ଅଛନ୍ତି। ୫, ୭୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୪, ୮୫୭ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୮ [+୩୬] ଜଣ ସକ୍ରୀୟ ଅଛନ୍ତି। ୪, ୨୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୫, ୫୪୩ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୪ [+୩୩] ଜଣ ସକ୍ରୀୟ ଅଛନ୍ତି। ୫, ୨୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୭, ୧୩୪ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୯ [+୪୨] ଜଣ ସକ୍ରୀୟ ଅଛନ୍ତି। ୬, ୪୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୫, ୯୨୮ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୦ [+୭୩] ଜଣ ସକ୍ରୀୟ ଅଛନ୍ତି। ୫, ୪୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୪୭, ୩୮୩ [+୧୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୧୩ [+୧୮୧] ଜଣ ସକ୍ରୀୟ ଅଛନ୍ତି। ୪୪, ୬୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୭, ୧୫୦ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୪ [+୪୫] ଜଣ ସକ୍ରୀୟ ଅଛନ୍ତି। ୬, ୭୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୬୪୯ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୭ [+୩୭] ଜଣ ସକ୍ରୀୟ ଅଛନ୍ତି। ୪, ୩୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧୦, ୭୯୨ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୪୮ [+୪୩] ଜଣ ସକ୍ରୀୟ ଅଛନ୍ତି। ୯, ୬୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୫, ୦୪୫ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୨ [+୫୧] ଜଣ ସକ୍ରୀୟ ଅଛନ୍ତି। ୪, ୬୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୫, ୭୯୧ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୫ [+୩୨] ଜଣ ସକ୍ରୀୟ ଅଛନ୍ତି। ୫, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୫, ୨୧୨ [+୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୫ [+୯୨] ଜଣ ସକ୍ରୀୟ ଅଛନ୍ତି। ୪, ୫୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୨, ୧୫୨ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୧ [+୫୦] ଜଣ ସକ୍ରୀୟ ଅଛନ୍ତି। ୧୧, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୮, ୦୧୨ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ [+୧୭] ଜଣ ସକ୍ରୀୟ ଅଛନ୍ତି। ୭, ୮୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୭, ୭୭୨ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୦ [+୪୧] ଜଣ ସକ୍ରୀୟ ଅଛନ୍ତି। ୭, ୩୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୪, ୨୯୦ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୦ [+୨୪] ଜଣ ସକ୍ରୀୟ ଅଛନ୍ତି। ୩, ୮୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୧୦, ୩୫୫ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୩ [+୧୦୮] ଜଣ ସକ୍ରୀୟ ଅଛନ୍ତି। ୯, ୧୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୨୫୨ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୯ [+୩୫] ଜଣ ସକ୍ରୀୟ ଅଛନ୍ତି। ୬, ୭୧୩ ଜଣ ସୁସ୍ଥ ହୋଇଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.