Home Coronavirus Outbreak ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ – ଜାଣନ୍ତୁ...

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

219

ଭୁବନେଶ୍ୱର ୧୬-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୨୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୬୨୯୨୦ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୪୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୩୭୧୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨,୫୬,୭୭୭୭। ମୋଟ ଆକ୍ରାନ୍ତ ୧୬୨୯୨୦। ମୋଟ ସୁସ୍ଥ ହେଲେଣି ୧୨୫୭୩୮। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୬୪୭୩ ଜଣ।

ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୫୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଳାହାଣ୍ଡି ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣେ,
ମୟୁରଭଞ୍ଜ ଜିଲ୍ଲାରୁ ଜଣେ,
ପୁରୀ ଜିଲ୍ଲାରୁ ୩ ଜଣ,
ସମ୍ବଲପୁର ଜିଲ୍ଲାରୁ ୩ ଜଣ,
ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଳାହାଣ୍ଡି ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମାନସିକ ରୋଗରେ ପୀଡିତ ଥିଲେ।

୨- ଖୋର୍ଦ୍ଧା ଜିଲ୍ଲାର ୬୧ ବର୍ଷ ବୟସ୍କ ପୁରୁଷ।

୩- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୪- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୫- ପୁରୀ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୯- ସମ୍ବଲପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୦- ସମ୍ବଲପୁର ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ।

୧୧- ସୁନ୍ଦରଗଡ ଜିଲ୍ଲାର ଜଣେ ୩୧ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୪୭

୨- ବାଲେଶ୍ୱର ଜିଲ୍ଲାରୁ –  ୧୫୦

୩- ବରଗଡ଼ ଜିଲ୍ଲାରୁ –  ୧୮୩

୪- ଭଦ୍ରକ ଜିଲ୍ଲାରୁ –  ୫୫

୫- ବଲାଙ୍ଗୀର ଜିଲ୍ଲାରୁ –  ୯୭

୬- ବୌଦ୍ଦ ଜିଲ୍ଲାରୁ –  ୨୨

୭- କଟକ ଜିଲ୍ଲାରୁ –  ୩୭୪

୮- ଦେବଗଡ଼ ଜିଲ୍ଲାରୁ –  ୧୮

୯- ଢେଙ୍କାନାଳ ଜିଲ୍ଲାରୁ –  ୬୩

୧୦- ଗଜପତି ଜିଲ୍ଲାରୁ –  ୫୮

୧୧- ଗଞ୍ଜାମ ଜିଲ୍ଲାରୁ –  ୬୮

୧୨- ଜଗତସିଂହପୁର ଜିଲ୍ଲାରୁ –  ୧୮୮

୧୩- ଯାଜପୁର ଜିଲ୍ଲାରୁ –  ୧୬୨

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୧୨୧

୧୫- କଳାହାଣ୍ଡି ଜିଲ୍ଲାରୁ –  ୪୪

୧୬- କନ୍ଧମାଳ ଜିଲ୍ଲାରୁ –  ୭୩

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୯୯

୧୮- କେନ୍ଦୁଝର ଜିଲ୍ଲାରୁ –  ୮୭

୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ –୮୭୬

୨୦- କୋରାପୁଟ ଜିଲ୍ଲାରୁ –  ୮୩

୨୧- ମାଲକାନଗିରି : ୬୪

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୧୩୧

୨୩- ନବରଙ୍ଗପୁର ଜିଲ୍ଲାରେ: ୮୬

୨୪- ନୟାଗଡ଼ ଜିଲ୍ଲାରୁ –  ୪୭

୨୫- ନୂଆପଡ଼ା ଜିଲ୍ଲାରୁ –  ୧୧୯

୨୬- ପୁରୀ ଜିଲ୍ଲାରୁ –  ୨୮୭

୨୭- ରାୟଗଡ଼ା ଜିଲ୍ଲାରୁ –  ୮୦

୨୮- ସମ୍ବଲପୁର ଜିଲ୍ଲାରୁ –  ୧୧୪

୨୯- ସୋନପୁର ଜିଲ୍ଲାରୁ –  ୭୪

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୩୮

୩୧- State Pool: ୨୬୨

ଜିଲ୍ଲାୱୀରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୨, ୧୯୬ [+୧୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୧ [+୧୪୭] ଜଣ ସକ୍ରୀୟ ଅଛନ୍ତି। ୧, ୨୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୫, ୬୧୦ [+୧୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୫୪ [+୧୫୦] ଜଣ ସକ୍ରୀୟ ଅଛନ୍ତି। ୪, ୩୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୪, ୭୫୮ [+୧୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୬୧ [+୧୮୩] ଜଣ ସକ୍ରୀୟ ଅଛନ୍ତି। ୩, ୩୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୪, ୧୩୮ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୨ [+୫୫] ଜଣ ସକ୍ରୀୟ ଅଛନ୍ତି। ୩, ୩୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩, ୨୦୨ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୬ [+୯୭] ଜଣ ସକ୍ରୀୟ ଅଛନ୍ତି। ୨, ୧୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୧୬୪ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୬ [+୨୨] ଜଣ ସକ୍ରୀୟ ଅଛନ୍ତି। ୭୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୧୪, ୧୧୩ [+୩୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୬୨୬ [+୩୭୪] ଜଣ ସକ୍ରୀୟ ଅଛନ୍ତି। ୧୦, ୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୪୪୦ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ [+୧୮] ଜଣ ସକ୍ରୀୟ ଅଛନ୍ତି। ୩୦୬ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨, ୭୫୦ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୮ [+୬୩] ଜଣ ସକ୍ରୀୟ ଅଛନ୍ତି। ୨, ୨୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୨୩୩ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୮ [+୫୮] ଜଣ ସକ୍ରୀୟ ଅଛନ୍ତି। ୩, ୦୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୯, ୩୬୯ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୩ [+୬୮] ଜଣ ସକ୍ରୀୟ ଅଛନ୍ତି। ୧୮, ୭୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩, ୩୭୬ [+୧୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୬ [+୧୮୮] ଜଣ ସକ୍ରୀୟ ଅଛନ୍ତି। ୨, ୨୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୬, ୧୬୮ [+୧୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୬୭ [+୧୬୨] ଜଣ ସକ୍ରୀୟ ଅଛନ୍ତି। ୪, ୬୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨, ୮୧୫ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୧ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୧, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୨, ୧୯୩ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୧ [+୪୩] ଜଣ ସକ୍ରୀୟ ଅଛନ୍ତି। ୧, ୫୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୩, ୦୯୦ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୬ [+୭୩] ଜଣ ସକ୍ରୀୟ ଅଛନ୍ତି। ୨, ୫୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୩, ୪୦୮ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୬ [+୯୯] ଜଣ ସକ୍ରୀୟ ଅଛନ୍ତି। ୨, ୨୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୩, ୦୭୧ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୨ [+୮୭] ଜଣ ସକ୍ରୀୟ ଅଛନ୍ତି। ୨, ୪୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୨୮, ୧୪୭ [+୮୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭, ୧୨୮ [+୮୭୪] ଜଣ ସକ୍ରୀୟ ଅଛନ୍ତି। ୨୦, ୯୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୫, ୦୩୬ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୭ [+୮୩] ଜଣ ସକ୍ରୀୟ ଅଛନ୍ତି। ୪, ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୯୦୭ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୬ [+୬୪] ଜଣ ସକ୍ରୀୟ ଅଛନ୍ତି। ୨, ୫୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୬, ୦୧୯ [+୧୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୩୫ [+୧୩୦] ଜଣ ସକ୍ରୀୟ ଅଛନ୍ତି। ୪, ୮୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨, ୪୦୨ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୭ [+୮୬] ଜଣ ସକ୍ରୀୟ ଅଛନ୍ତି। ୧, ୪୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩, ୯୨୫ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୩ [+୪୭] ଜଣ ସକ୍ରୀୟ ଅଛନ୍ତି। ୩, ୩୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧, ୮୨୦ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୬ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୮୨୪ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୭, ୧୩୦ [+୨୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୧୦ [+୨୮୪] ଜଣ ସକ୍ରୀୟ ଅଛନ୍ତି। ୪, ୭୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୬, ୩୮୧ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୧ [+୮୦] ଜଣ ସକ୍ରୀୟ ଅଛନ୍ତି। ୫, ୬୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୪, ୩୫୮ [+୧୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୧୭ [+୧୧୧] ଜଣ ସକ୍ରୀୟ ଅଛନ୍ତି। ୩, ୩୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୧, ୯୯୦ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୨ [+୭୪] ଜଣ ସକ୍ରୀୟ ଅଛନ୍ତି। ୧, ୦୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୫, ୮୫୦ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୨ [+୩୭] ଜଣ ସକ୍ରୀୟ ଅଛନ୍ତି। ୪, ୮୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୧, ୮୬୧ [+୨୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୬୧ [+୨୬୨] ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.