Home Coronavirus Outbreak ଆଜି ରାଜ୍ୟରେ ୨୧୩୮ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆଫଣଙ୍କ ଜିଲ୍ଲାର...

ଆଜି ରାଜ୍ୟରେ ୨୧୩୮ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆଫଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

77

ଭୁବନେଶ୍ୱର ୧୬-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୨୧୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ମୋଟ ଆକ୍ରାନ୍ତ ୨୬୪୧୪୯କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ସୂଚାନ ଦେଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୨୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 
ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୯୫୯୭୧୨। ମୋଟ ଆକ୍ରାନ୍ତ ୨୬୪୧୪୯। ମୋଟ ସୁସ୍ଥ ହେଲେଣି ୨୩୮୫୩୫ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୪୪୫୭ ଜଣ।

ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୦୪ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ (ଭୁବନେଶ୍ୱରର ୨ ଜଣ)
ଭଦ୍ରକ ଜିଲ୍ଲାର ଜଣେ
ବରଗଡ ଜିଲ୍ଲାର ଜଣେ
କଟକର ୨ ଜଣ
ଜଗତସିଂହପୁରର ଜଣେ
ଝାରସୁଗୁଡାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ନବରଙ୍ଗପୁର ଜିଲ୍ଲାର ୨ ଜଣ
ପୁରୀ ଜିଲ୍ଲାର ଜଣ
ସମ୍ବଲପୁରର ୨ ଜଣ
ରାଉରକେଲାର ଜଣେ

ମୃତକଙ୍କ ବିଷୟରେ

୧- ଭୁବନେଶ୍ୱରର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୩- ଭଦ୍ରକ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- ବରଗଡ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କଟକର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

୬- କଟକର ଜଣେ ୩୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଜଗତସିଂହପୁରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୮- ଝାରସୁଗୁଡାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୧୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୦- ନବରଙ୍ଗପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୧୧- ନବରଙ୍ଗପୁର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ।

୧୨- ପୁରୀ ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ।

୧୩- ସମ୍ବଲପୁରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ରାଉରକେଲା ର ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୫- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

ଆଜି ରାଜ୍ୟରେ ୨୧୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୫୧

୨- ବାଲେଶ୍ୱର ଜିଲ୍ଲାରୁ –  ୫୭

୩- ବରଗଡ଼ ଜିଲ୍ଲାରୁ –  ୭୩

୪- ଭଦ୍ରକ ଜିଲ୍ଲାରୁ –  ୪୭

୫- ବଲାଙ୍ଗୀର ଜିଲ୍ଲାରୁ –  ୭୯

୬- ବୌଦ୍ଦ ଜିଲ୍ଲାରୁ –  ୨୧

୭- କଟକ ଜିଲ୍ଲାରୁ –  ୧୫୬

୮- ଦେବଗଡ଼ ଜିଲ୍ଲାରୁ –  ୯

୯- ଢେଙ୍କାନାଳ ଜିଲ୍ଲାରୁ –  ୩୮

୧୦- ଗଜପତି ଜିଲ୍ଲାରୁ –  ୮

୧୧- ଗଞ୍ଜାମ ଜିଲ୍ଲାରୁ –  ୧୮

୧୨- ଜଗତସିଂହପୁର ଜିଲ୍ଲାରୁ –  ୬୬

୧୩- ଯାଜପୁର ଜିଲ୍ଲାରୁ –  ୭୧

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୫୫

୧୫- କଳାହାଣ୍ଡି ଜିଲ୍ଲାରୁ –  ୫୧

୧୬- କନ୍ଧମାଳ ଜିଲ୍ଲାରୁ –  ୨୪

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୭୨

୧୮- କେନ୍ଦୁଝର ଜିଲ୍ଲାରୁ –  ୪୬

୧୯- ଖୋର୍ଦ୍ଧା ଜିଲ୍ଲାରୁ – ୩୬୧

୨୦- କୋରାପୁଟ ଜିଲ୍ଲାରୁ –  ୩୮

୨୧- ମାଲକାନଗିରି : ୫୫

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୧୧୯

୨୩- ନବରଙ୍ଗପୁର ଜିଲ୍ଲାରେ: ୨୧

୨୪- ନୟାଗଡ଼ ଜିଲ୍ଲାରୁ –  ୩୧

୨୫- ନୂଆପଡ଼ା ଜିଲ୍ଲାରୁ –  ୪୧

୨୬- ପୁରୀ ଜିଲ୍ଲାରୁ –  ୭୩

୨୭- ରାୟଗଡ଼ା ଜିଲ୍ଲାରୁ –  ୨୫

୨୮- ସମ୍ବଲପୁର ଜିଲ୍ଲାରୁ –  ୫୩

୨୯- ସୋନପୁର ଜିଲ୍ଲାରୁ –  ୮୦

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୩୭

୩୧- State Pool: ୬୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୬, ୫୫୧ [+୧୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୬୪ [+୧୫୧] ଜଣ ସକ୍ରୀୟ ଅଛନ୍ତି। ୫, ୦୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୯, ୧୬୪ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୯ [+୫୭] ଜଣ ସକ୍ରୀୟ ଅଛନ୍ତି। ୮, ୨୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୭, ୮୩୯ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୭ [+୭୨] ଜଣ ସକ୍ରୀୟ ଅଛନ୍ତି। ୬, ୯୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୬, ୨୧୨ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୮ [+୪୬] ଜଣ ସକ୍ରୀୟ ଅଛନ୍ତି। ୫, ୬୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୫, ୭୧୬ [+୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୦ [+୭୯] ଜଣ ସକ୍ରୀୟ ଅଛନ୍ତି। ୪, ୯୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୩୨୪ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୧ [+୨୧] ଜଣ ସକ୍ରୀୟ ଅଛନ୍ତି। ୨, ୦୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୩, ୯୫୭ [+୧୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୧୫ [+୧୫୪] ଜଣ ସକ୍ରୀୟ ଅଛନ୍ତି। ୨୨, ୦୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୮୯୦ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୯] ଜଣ ସକ୍ରୀୟ ଅଛନ୍ତି। ୭୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲା ରେ ୪, ୫୫୭ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୬ [+୩୮] ଜଣ ସକ୍ରୀୟ ଅଛନ୍ତି। ୪, ୧୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୭୫୨ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ [+୮] ଜଣ ସକ୍ରୀୟ ଅଛନ୍ତି। ୩, ୬୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୭୭୯ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୬ [+୧୮] ଜଣ ସକ୍ରୀୟ ଅଛନ୍ତି। ୨୦, ୩୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୬, ୪୩୯ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୬ [+୬୫] ଜଣ ସକ୍ରୀୟ ଅଛନ୍ତି। ୫, ୭୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୯, ୯୫୬ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୮ [+୭୧] ଜଣ ସକ୍ରୀୟ ଅଛନ୍ତି। ୯, ୦୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୫, ୬୫୯ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୫ [+୫୪] ଜଣ ସକ୍ରୀୟ ଅଛନ୍ତି। ୫, ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୪, ୩୬୭ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୩ [+୫୧] ଜଣ ସକ୍ରୀୟ ଅଛନ୍ତି। ୩, ୫୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୫, ୨୮୯ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୮ [+୨୪] ଜଣ ସକ୍ରୀୟ ଅଛନ୍ତି। ୪, ୯୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୬, ୬୦୫ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୦ [+୭୧] ଜଣ ସକ୍ରୀୟ ଅଛନ୍ତି। ୫, ୭୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୫, ୪୧୩ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୫ [+୪୬] ଜଣ ସକ୍ରୀୟ ଅଛନ୍ତି। ୫, ୦୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୫, ୪୦୨ [+୩୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୦୧୧ [+୩୫୯] ଜଣ ସକ୍ରୀୟ ଅଛନ୍ତି। ୪୧, ୧୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୮୪୦ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୯ [+୩୮] ଜଣ ସକ୍ରୀୟ ଅଛନ୍ତି। ୬, ୩୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୪, ୩୯୫ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୭ [+୫୫] ଜଣ ସକ୍ରୀୟ ଅଛନ୍ତି। ୩, ୯୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୧୦, ୦୨୨ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୨ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୮, ୭୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪, ୬୨୧ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୦ [+୧୯] ଜଣ ସକ୍ରୀୟ ଅଛନ୍ତି। ୪, ୦୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୫୪୪ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୪ [+୩୧] ଜଣ ସକ୍ରୀୟ ଅଛନ୍ତି। ୫, ୧୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୪, ୫୬୭ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୨ [+୪୧] ଜଣ ସକ୍ରୀୟ ଅଛନ୍ତି। ୩, ୯୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୧, ୬୬୪ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୮ [+୭୨] ଜଣ ସକ୍ରୀୟ ଅଛନ୍ତି। ୧୦, ୭୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୮୭୭ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୯ [+୨୫] ଜଣ ସକ୍ରୀୟ ଅଛନ୍ତି। ୭, ୬୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୭, ୪୩୨ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୨ [+୫୧] ଜଣ ସକ୍ରୀୟ ଅଛନ୍ତି। ୬, ୫୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩, ୯୫୨ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୯ [+୮୦] ଜଣ ସକ୍ରୀୟ ଅଛନ୍ତି। ୩, ୩୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୯, ୫୦୬ [+୧୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୦୩ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୮, ୦୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୬, ୮୫୮ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬୫ [+୬୨] ଜଣ ସକ୍ରୀୟ ଅଛନ୍ତି। ୫, ୮୯୩ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.