Home Coronavirus Outbreak ରାଜ୍ୟରେ ୬୬୪୭ ନୂଆ ଆକ୍ରାନ୍ତ ଚିହ୍ନଟ, ୮ ଜଣଙ୍କର ମୃତ୍ୟୁ, ଜାଣନ୍ତୁ ଜିଲ୍ଲାୱାରୀ ତଥ୍ୟ –

ରାଜ୍ୟରେ ୬୬୪୭ ନୂଆ ଆକ୍ରାନ୍ତ ଚିହ୍ନଟ, ୮ ଜଣଙ୍କର ମୃତ୍ୟୁ, ଜାଣନ୍ତୁ ଜିଲ୍ଲାୱାରୀ ତଥ୍ୟ –

144

ଭୁବନେଶ୍ୱର ୨୪-୪ (ଓଡ଼ିଆ ପୁଅ) ରାଜ୍ୟରେ ୬୬୪୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୮୫୫ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୭୯୨ ଚିହ୍ନଟ ହୋଇଛନ୍ତି। ୮ ଜଣଙ୍କର ମୃତ୍ୟୁ ହୋଇଛି।
ବାଲେଶ୍ୱର ଜିଲ୍ଲା, ବରଗଡ଼ ଜିଲ୍ଲା, ଭଦ୍ରକ ଜିଲ୍ଲା, ବଲାଙ୍ଗିର ଜିଲ୍ଲା, କଟକ ଜିଲ୍ଲା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକେତିଙ୍କର ମୃତ୍ୟୁ ହୋଇଛି।

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୧୪୧
୨- ବାଲେଶ୍ୱର ଜିଲ୍ଲାରୁ – ୫୩
୩- ବରଗଡ଼ ଜିଲ୍ଲାରୁ – ୨୯୦
୪- ଭଦ୍ରକ ଜିଲ୍ଲାରୁ – ୪୧
୫- ବଲାଙ୍ଗୀର ଜିଲ୍ଲାରୁ – ୨୩୪
୬- ବୌଦ୍ଦ ଜିଲ୍ଲାରୁ – ୩୯
୭- କଟକ ଜିଲ୍ଲାରୁ – ୩୩୬
୮- ଦେବଗଡ଼ ଜିଲ୍ଲାରୁ – ୩୪
୯- ଢେଙ୍କାନାଳ ଜିଲ୍ଲାରୁ – ୩୪
୧୦- ଗଜପତି ଜିଲ୍ଲାରୁ – ୯୬
୧୧- ଗଞ୍ଜାମ ଜିଲ୍ଲାରୁ – ୧୬୧
୧୨- ଜଗତସିଂହପୁର ଜିଲ୍ଲାରୁ – ୬୫
୧୩- ଯାଜପୁର ଜିଲ୍ଲାରୁ – ୧୩୩
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୩୪୩
୧୫- କଳାହାଣ୍ଡି ଜିଲ୍ଲାରୁ – ୩୬୧
୧୬- କନ୍ଧମାଳ ଜିଲ୍ଲାରୁ – ୨୬
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୭
୧୮- କେନ୍ଦୁଝର ଜିଲ୍ଲାରୁ – ୧୮୩
୧୯- ଖୋର୍ଦ୍ଧାରୁ : ୧୧୮୯
୨୦- କୋରାପୁଟ ଜିଲ୍ଲାରୁ – ୬୭
୨୧- ମାଲକାନଗିରି : ୧୭
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୨୨
୨୩- ନବରଙ୍ଗପୁର ଜିଲ୍ଲାରେ: ୨୨୪
୨୪- ନୟାଗଡ଼ ଜିଲ୍ଲାରୁ – ୧୧୦
୨୫- ନୂଆପଡ଼ା ଜିଲ୍ଲାରୁ – ୫୫୯
୨୬- ପୁରୀ ଜିଲ୍ଲାରୁ – ୩୯୫
୨୭- ରାୟଗଡ଼ା ଜିଲ୍ଲାରୁ – ୧୧୬
୨୮- ସମ୍ବଲପୁର ଜିଲ୍ଲାରୁ – ୧୭୫
୨୯- ସୋନପୁର ଜିଲ୍ଲାରୁ – ୨
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୭୮୮
୩୧- State Pool: ୨୬୬
– ନୂଆ ସୁସ୍ଥ ହୋଇଥିଲେ୨୪୫୨
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୯୮୩୪୪୮୭
– ମୋଟ ଆକ୍ରାନ୍ତ ୪୦୧୩୪୧
– ମୋଟ ସୁସ୍ଛ ହୋଲେଣି ୩୫୬୦୦୩
– ସକ୍ରୀୟ ଆକ୍ରାନ୍ତ – ୪୩୩୦୪

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲାରେ ୧୨, ୯୦୩ [+୧୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୧ [+୧୪୧] ଜଣ ସକ୍ରୀୟ ଅଛନ୍ତି। ୧୧, ୯୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧୩, ୭୮୧ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୬ [+୫୨] ଜଣ ସକ୍ରୀୟ ଅଛନ୍ତି। ୧୨, ୮୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧୩, ୭୬୨ [+୨୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୩୨ [+୨୮୯] ଜଣ ସକ୍ରୀୟ ଅଛନ୍ତି। ୧୧, ୫୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୮, ୩୦୭ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୯ [+୪୦] ଜଣ ସକ୍ରୀୟ ଅଛନ୍ତି। ୭, ୭୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀରରେ ୧୧, ୨୯୪ [+୨୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୯୪ [+୨୩୩] ଜଣ ସକ୍ରୀୟ ଅଛନ୍ତି। ୯, ୫୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୩, ୦୩୭ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୭ [+୩୯] ଜଣ ସକ୍ରୀୟ ଅଛନ୍ତି। ୨, ୮୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୩୨, ୭୦୧ [+୩୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୨୭ [+୩୩୫] ଜଣ ସକ୍ରୀୟ ଅଛନ୍ତି। ୩୦, ୦୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧, ୭୫୨ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୪ [+୩୪] ଜଣ ସକ୍ରୀୟ ଅଛନ୍ତି। ୧, ୫୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୫, ୯୮୪ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୫, ୭୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୪, ୬୦୯ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୭ [+୯୬] ଜଣ ସକ୍ରୀୟ ଅଛନ୍ତି। ୪, ୨୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୩, ୧୭୪ [+୧୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୭ [+୧୬୧] ଜଣ ସକ୍ରୀୟ ଅଛନ୍ତି। ୨୨, ୨୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁରରେ ୯, ୭୧୨ [+୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୧ [+୬୫] ଜଣ ସକ୍ରୀୟ ଅଛନ୍ତି। ୯, ୨୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧୩, ୫୭୦ [+୧୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୫ [+୧୩୩] ଜଣ ସକ୍ରୀୟ ଅଛନ୍ତି। ୧୨, ୭୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୧୦, ୬୧୭ [+୩୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୮୦ [+୩୪୩] ଜଣ ସକ୍ରୀୟ ଅଛନ୍ତି। ୮, ୬୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୯, ୯୯୨ [+୩୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୦୮ [+୩୬୧] ଜଣ ସକ୍ରୀୟ ଅଛନ୍ତି। ୭, ୨୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୬, ୨୪୪ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୧ [+୨୬] ଜଣ ସକ୍ରୀୟ ଅଛନ୍ତି। ୬, ୦୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୯, ୬୦୦ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୬ [+୪୭] ଜଣ ସକ୍ରୀୟ ଅଛନ୍ତି। ୯, ୨୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝରରେ ୯, ୬୨୭ [+୧୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୬ [+୧୮୩] ଜଣ ସକ୍ରୀୟ ଅଛନ୍ତି। ୮, ୬୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୬୩, ୩୧୧ [+୧, ୧୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭, ୫୩୬ [+୧, ୧୮୯] ଜଣ ସକ୍ରୀୟ ଅଛନ୍ତି। ୫୫, ୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧

କୋରାପୁଟ ଜିଲ୍ଲାରେ ୮, ୪୦୦ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୫ [+୬୭] ଜଣ ସକ୍ରୀୟ ଅଛନ୍ତି। ୮, ୦୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୫, ୩୭୩ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୧୭] ଜଣ ସକ୍ରୀୟ ଅଛନ୍ତି। ୫, ୨୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧୫, ୭୩୫ [+୧୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୫ [+୧୨୨] ଜଣ ସକ୍ରୀୟ ଅଛନ୍ତି। ୧୪, ୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୭, ୮୬୪ [+୨୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୨୨ [+୨୨୪] ଜଣ ସକ୍ରୀୟ ଅଛନ୍ତି। ୬, ୩୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୭, ୧୬୩ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୦ [+୧୧୦] ଜଣ ସକ୍ରୀୟ ଅଛନ୍ତି। ୬, ୫୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧୨, ୯୫୫ [+୫୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୪୯୩ [+୫୫୮] ଜଣ ସକ୍ରୀୟ ଅଛନ୍ତି। ୧୦, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୭, ୧୫୦ [+୩୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୦୧୧ [+୩୯୫] ଜଣ ସକ୍ରୀୟ ଅଛନ୍ତି। ୧୫, ୦୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୯, ୪୦୩ [+୧୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୯ [+୧୧୬] ଜଣ ସକ୍ରୀୟ ଅଛନ୍ତି। ୮, ୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧୨, ୯୮୯ [+୧୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୧୧ [+୧୭୫] ଜଣ ସକ୍ରୀୟ ଅଛନ୍ତି। ୧୦, ୯୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୫, ୨୦୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୦ [+୨] ଜଣ ସକ୍ରୀୟ ଅଛନ୍ତି। ୪, ୯୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୨୪, ୫୨୭ [+୭୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୮୨୬ [+୭୮୬] ଜଣ ସକ୍ରୀୟ ଅଛନ୍ତି। ୧୮, ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୧୦, ୫୯୭ [+୨୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୧୭ [+୨୬୬] ଜଣ ସକ୍ରୀୟ ଅଛନ୍ତି। ୮, ୯୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.