Home Coronavirus Outbreak ରାଜ୍ୟରେ ଆଜି ୨୬୭୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ଆଜି ୨୬୭୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

138

ଭୁବନେଶ୍ୱର ୬-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୬୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୫୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୫୨୪୨୪୨। ମୋଟ ଆକ୍ରାନ୍ତ ୨୩୮୦୦୩ ରେ ପହଁଟି ଥିବା ବେଳେ ମୋଟ ସୁସ୍ଥ ହୋଲେଣି ୨୦୬୪୦୦ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୦୬୧୦ ଜଣ।

ରାଜ୍ୟରେ ଆଜି କରୋନା ନେଇଛି ୧୬ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୯୪୦ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ଅନୁଗୁଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୮ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ବାଲେଶ୍ୱର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୩୯ (ଆଜି ୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ବୌଦ୍ଦ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୫ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

କଟକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୮୨ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୫୪ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୟୁରଭଞ୍ଜ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୨୫ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ନବରଙ୍ଗପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୭ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ନୟାଗଡ଼ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୩୦ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ପୁରୀ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୬୩ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ସୋନପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୯ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୃତକଙ୍କ ବିଷୟରେ –
୧- ଅନୁଗୁଳ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୩୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୩- ବାଲେଶ୍ୱର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ବାଲେଶ୍ୱର ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ।

୫- ବାଲେଶ୍ୱର ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୬- ଭୁବନେଶ୍ୱରର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ବୌଦ୍ଧ ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କ ପୁରୁଷ।

୮- କଟକ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ଏବଂ ମାଇଷ୍ଟେନିଆ ଗ୍ରାଭିସରେ ମଧ୍ୟ ପୀଡିତ ଥିଲେ।

୯- କଟକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧- ଖୋର୍ଦ୍ଧା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ।

୧୨- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ।

୧୩- ନୱରଙ୍ଗାପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୪- ନୟାଗଡ଼ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ।

୧୫- ପୁରୀ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୬- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୨୬୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୨୬
୨- ବାଲେଶ୍ୱର ଜିଲ୍ଲାରୁ – ୭୦
୩- ବରଗଡ଼ ଜିଲ୍ଲାରୁ – ୬୮
୪- ଭଦ୍ରକ ଜିଲ୍ଲାରୁ – ୯୭
୫- ବଲାଙ୍ଗୀର ଜିଲ୍ଲାରୁ – ୯୩
୬- ବୌଦ୍ଦ ଜିଲ୍ଲାରୁ – ୧୩
୭- କଟକ ଜିଲ୍ଲାରୁ – ୨୧୪
୮- ଦେବଗଡ଼ ଜିଲ୍ଲାରୁ – ୧୮
୯- ଢେଙ୍କାନାଳ ଜିଲ୍ଲାରୁ – ୩୬
୧୦- ଗଜପତି ଜିଲ୍ଲାରୁ – ୧୧
୧୧- ଗଞ୍ଜାମ ଜିଲ୍ଲାରୁ – ୪୪
୧୨- ଜଗତସିଂହପୁର ଜିଲ୍ଲାରୁ – ୬୮
୧୩- ଯାଜପୁର ଜିଲ୍ଲାରୁ – ୮୮
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୬୮
୧୫- କଳାହାଣ୍ଡି ଜିଲ୍ଲାରୁ – ୭୭
୧୬- କନ୍ଧମାଳ ଜିଲ୍ଲାରୁ – ୪୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୫୧
୧୮- କେନ୍ଦୁଝର ଜିଲ୍ଲାରୁ – ୫୧
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୪୪୮
୨୦- କୋରାପୁଟ ଜିଲ୍ଲାରୁ – ୩୯
୨୧- ମାଲକାନଗିରି : ୩୨
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୦୦
୨୩- ନବରଙ୍ଗପୁର ଜିଲ୍ଲାରେ: ୭୨
୨୪- ନୟାଗଡ଼ ଜିଲ୍ଲାରୁ – ୩୫
୨୫- ନୂଆପଡ଼ା ଜିଲ୍ଲାରୁ – ୧୫୯
୨୬- ପୁରୀ ଜିଲ୍ଲାରୁ – ୧୨୪
୨୭- ରାୟଗଡ଼ା ଜିଲ୍ଲାରୁ – ୧୧
୨୮- ସମ୍ବଲପୁର ଜିଲ୍ଲାରୁ – ୭୩
୨୯- ସୋନପୁର ଜିଲ୍ଲାରୁ – ୬୯
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮୮
୩୧- State Pool: ୮୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୪, ୯୩୩ [+୧୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୩ [+୧୨୫] ଜଣ ସକ୍ରୀୟ ଅଛନ୍ତି। ୩, ୭୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୮, ୧୫୭ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୪ [+୬୬] ଜଣ ସକ୍ରୀୟ ଅଛନ୍ତି। ୭, ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୬, ୯୮୪ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୪୬ [+୬୮] ଜଣ ସକ୍ରୀୟ ଅଛନ୍ତି। ୫, ୯୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୫, ୬୩୬ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୯ [+୯୭] ଜଣ ସକ୍ରୀୟ ଅଛନ୍ତି। ୪, ୯୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୪, ୮୮୮ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୮ [+୯୩] ଜଣ ସକ୍ରୀୟ ଅଛନ୍ତି। ୩, ୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୨, ୦୫୧ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୫ [+୧୨] ଜଣ ସକ୍ରୀୟ ଅଛନ୍ତି। ୧, ୭୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୨, ୧୨୩ [+୨୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୭୯୦ [+୨୧୨] ଜଣ ସକ୍ରୀୟ ଅଛନ୍ତି। ୧୯, ୨୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୭୩୫ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ [+୧୮] ଜଣ ସକ୍ରୀୟ ଅଛନ୍ତି। ୬୧୦ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୪, ୦୮୯ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୪ [+୩୬] ଜଣ ସକ୍ରୀୟ ଅଛନ୍ତି। ୩, ୫୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୬୬୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ [+୧୧] ଜଣ ସକ୍ରୀୟ ଅଛନ୍ତି। ୩, ୫୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୪୨୦ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୪ [+୪୪] ଜଣ ସକ୍ରୀୟ ଅଛନ୍ତି। ୧୯, ୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୫, ୭୨୮ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୫ [+୬୮] ଜଣ ସକ୍ରୀୟ ଅଛନ୍ତି। ୪, ୯୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୯, ୦୨୩ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୮୬ [+୮୮] ଜଣ ସକ୍ରୀୟ ଅଛନ୍ତି। ୭, ୮୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୪, ୯୭୮ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୨ [+୬୮] ଜଣ ସକ୍ରୀୟ ଅଛନ୍ତି। ୪, ୩୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୩, ୬୫୨ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୦ [+୭୭] ଜଣ ସକ୍ରୀୟ ଅଛନ୍ତି। ୨, ୯୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୪, ୮୧୩ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୧ [+୪୪] ଜଣ ସକ୍ରୀୟ ଅଛନ୍ତି। ୪, ୩୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୫, ୭୮୩ [+୧୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୪୯ [+୧୫୧] ଜଣ ସକ୍ରୀୟ ଅଛନ୍ତି। ୪, ୬୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୪, ୮୫୮ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୯ [+୫୧] ଜଣ ସକ୍ରୀୟ ଅଛନ୍ତି। ୪, ୧୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୪୧, ୧୫୦ [+୪୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫, ୯୦୮ [+୪୪୫] ଜଣ ସକ୍ରୀୟ ଅଛନ୍ତି। ୩୫, ୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୪୩୩ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୫ [+୩୯] ଜଣ ସକ୍ରୀୟ ଅଛନ୍ତି। ୫, ୯୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୯୧୪ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୬ [+୩୨] ଜଣ ସକ୍ରୀୟ ଅଛନ୍ତି। ୩, ୪୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୮, ୮୨୧ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୨୪ [+୯୯] ଜଣ ସକ୍ରୀୟ ଅଛନ୍ତି। ୭, ୪୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୪, ୦୩୮ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୩ [+୭୧] ଜଣ ସକ୍ରୀୟ ଅଛନ୍ତି। ୩, ୪୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୫, ୧୩୧ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୦ [+୩୪] ଜଣ ସକ୍ରୀୟ ଅଛନ୍ତି। ୪, ୫୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୩, ୭୦୨ [+୧୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୨ [+୧୫୯] ଜଣ ସକ୍ରୀୟ ଅଛନ୍ତି। ୨, ୮୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୦, ୭୯୬ [+୧୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୧୧ [+୧୨୩] ଜଣ ସକ୍ରୀୟ ଅଛନ୍ତି। ୯, ୨୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୬୫୮ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୫ [+୧୧] ଜଣ ସକ୍ରୀୟ ଅଛନ୍ତି। ୭, ୩୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୬, ୫୯୦ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୪ [+୭୩] ଜଣ ସକ୍ରୀୟ ଅଛନ୍ତି। ୫, ୪୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩, ୩୦୩ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୧ [+୬୮] ଜଣ ସକ୍ରୀୟ ଅଛନ୍ତି। ୨, ୭୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୮, ୦୪୭ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୮ [+୮୮] ଜଣ ସକ୍ରୀୟ ଅଛନ୍ତି। ୭, ୧୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୫, ୯୦୮ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୬୮ [+୮୬] ଜଣ ସକ୍ରୀୟ ଅଛନ୍ତି। ୪, ୨୪୦ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.