Home Coronavirus Outbreak ରାଜ୍ୟରେ ଆଜି ୬୪୪ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ଆଜି ୬୪୪ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

107

ଭୁବନେଶ୍ୱର ୧୭-୧୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭୩ ଜଣ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୧୨୯୭ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୫୩୩୦୯୩୮। ମୋଟ ଆକ୍ରାନ୍ତ ୩୧୦୦୫୨ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୨୯୯୧୫୯ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୯୨୮୦ ଜଣ।
ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୫୬୦ କୁ ବୃଦ୍ଧି ପାଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବରଗଡ ଜିଲ୍ଲାର ଜଣେ
ଭଦ୍ରକ ଜିଲ୍ଲାର ଜଣେ
ଭୁବନେଶ୍ୱରର ଜଣେ
କଟକ ଜିଲ୍ଲାର ଜଣେ
ଗଞ୍ଜାମ ଜିଲ୍ଲାର ଜଣେ
ଜଗତସିଂହପୁରର ୨ ଜଣ
ପୁରୀ ଜିଲ୍ଲାର ଜଣେ
ସମ୍ବଲପୁର ଜିଲ୍ଲାର ୩ ଜଣ
ସୁବର୍ଣ୍ଣପୁର ଜିଲ୍ଲାର ୨ ଜଣ
ସୁନ୍ଦରଗଡ ଜିଲ୍ଲାର ୪ ଜଣ

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଜାଣନ୍ତୁ ମୃତକଙ୍କ ବିଷୟରେ –

୧- ବରଗଡ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୨- ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ୬୦ ବର୍ଷ ବୟସ୍କ ପୁରୁଷ।

୪- କଟକ ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୬- ଜଗତସିଂହପୁରର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୭- ଜଗତସିଂହପୁରର ୭୩ ବର୍ଷିୟା ମହିଳା ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୮- ପୁରୀ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ।

୯- ସମ୍ବଲପୁର ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ସମ୍ବଲପୁର ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧- ସମ୍ବଲପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୩- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୪- ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୫- ସୁନ୍ଦରଗଡ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୧୬- ସୁନ୍ଦରଗଡ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ସୁନ୍ଦରଗଡ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏକି CKD ରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୬୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:

୧- ଅନୁଗୁଳ ଜିଲ୍ଲାରୁ – ୨୯
୨- ବାଲେଶ୍ୱର ଜିଲ୍ଲାରୁ – ୧୩
୩- ବରଗଡ଼ ଜିଲ୍ଲା : ୧୪
୪- ଭଦ୍ରକ ଜିଲ୍ଲାରୁ – ୧୯
୫- ବଲାଙ୍ଗୀର ଜିଲ୍ଲାରୁ – ୩୨
୬- ବୌଦ୍ଦ ଜିଲ୍ଲାରୁ – ୩
୭- କଟକ ଜିଲ୍ଲାରୁ – ୩୮
୮- ଦେବଗଡ଼ ଜିଲ୍ଲାରୁ – ୩
୯- ଢେଙ୍କାନାଳ ଜିଲ୍ଲାରୁ – ୬
୧୦- ଗଜପତି ଜିଲ୍ଲାରୁ – ୩
୧୧- ଗଞ୍ଜାମ ଜିଲ୍ଲାରୁ – ୭
୧୨- ଜଗତସିଂହପୁର ଜିଲ୍ଲାରୁ – ୨୭
୧୩- ଯାଜପୁର ଜିଲ୍ଲାରୁ – ୧୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨୬
୧୫- କଳାହାଣ୍ଡି ଜିଲ୍ଲାରୁ – ୧୫
୧୬- କନ୍ଧମାଳ ଜିଲ୍ଲାରୁ – ୫
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୯
୧୮- କେନ୍ଦୁଝର ଜିଲ୍ଲାରୁ – ୩୭
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୭୩
୨୦- କୋରାପୁଟ ଜିଲ୍ଲାରୁ – ୧
୨୧- ମାଲକାନଗିରି : ୧୬
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୫୯
୨୩- ନବରଙ୍ଗପୁର ଜିଲ୍ଲାରେ: ୧୫
୨୪- ନୟାଗଡ଼ ଜିଲ୍ଲାରୁ – ୯
୨୫- ନୂଆପଡ଼ା ଜିଲ୍ଲାରୁ – ୯
୨୬- ପୁରୀ ଜିଲ୍ଲାରୁ – ୩୪
୨୭- ରାୟଗଡ଼ା ଜିଲ୍ଲାରୁ – ୧
୨୮- ସମ୍ବଲପୁର ଜିଲ୍ଲାରୁ – ୧୫
୨୯- ସୋନପୁର ଜିଲ୍ଲାରୁ – ୧୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୬୨
୩୧- State Pool: ୧୭

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୯, ୨୨୪ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୨ [+୨୯] ଜଣ ସକ୍ରୀୟ ଅଛନ୍ତି। ୮, ୬୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧୧, ୧୧୯ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୫ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୦, ୭୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୯, ୪୩୬ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୨ [+୧୩] ଜଣ ସକ୍ରୀୟ ଅଛନ୍ତି। ୯, ୦୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୭, ୦୭୦ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୬ [+୧୮] ଜଣ ସକ୍ରୀୟ ଅଛନ୍ତି। ୬, ୯୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୭, ୬୨୪ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୦ [+୩୨] ଜଣ ସକ୍ରୀୟ ଅଛନ୍ତି। ୭, ୨୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୨, ୭୦୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୩] ଜଣ ସକ୍ରୀୟ ଅଛନ୍ତି। ୨, ୬୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୭, ୪୧୩ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୦ [+୩୭] ଜଣ ସକ୍ରୀୟ ଅଛନ୍ତି। ୨୬, ୪୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧, ୧୪୨ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୩] ଜଣ ସକ୍ରୀୟ ଅଛନ୍ତି। ୧, ୧୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୫, ୫୦୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ [+୬] ଜଣ ସକ୍ରୀୟ ଅଛନ୍ତି। ୫, ୩୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୯୨୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୩] ଜଣ ସକ୍ରୀୟ ଅଛନ୍ତି। ୩, ୮୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୧, ୪୯୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୬] ଜଣ ସକ୍ରୀୟ ଅଛନ୍ତି। ୨୧, ୧୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୮, ୪୬୫ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୪ [+୨୫] ଜଣ ସକ୍ରୀୟ ଅଛନ୍ତି। ୭, ୯୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୧୧, ୩୫୩ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୦ [+୧୭] ଜଣ ସକ୍ରୀୟ ଅଛନ୍ତି। ୧୧, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୬, ୮୮୭ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୬, ୬୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୫, ୭୭୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୫ [+୧୫] ଜଣ ସକ୍ରୀୟ ଅଛନ୍ତି। ୫, ୪୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୫, ୮୪୬ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୫] ଜଣ ସକ୍ରୀୟ ଅଛନ୍ତି। ୫, ୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୮, ୩୯୮ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୩ [+୨୯] ଜଣ ସକ୍ରୀୟ ଅଛନ୍ତି। ୭, ୯୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୭, ୧୧୬ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୮ [+୩୭] ଜଣ ସକ୍ରୀୟ ଅଛନ୍ତି। ୬, ୭୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୫୦, ୬୯୭ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୫ [+୭୨] ଜଣ ସକ୍ରୀୟ ଅଛନ୍ତି। ୪୯, ୬୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୭, ୬୭୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୧ [+୧] ଜଣ ସକ୍ରୀୟ ଅଛନ୍ତି। ୭, ୪୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୫, ୧୦୫ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୧୬] ଜଣ ସକ୍ରୀୟ ଅଛନ୍ତି। ୪, ୯୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧୨, ୫୯୩ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୨ [+୫୯] ଜଣ ସକ୍ରୀୟ ଅଛନ୍ତି। ୧୧, ୮୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୫, ୬୧୭ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୫ [+୧୫] ଜଣ ସକ୍ରୀୟ ଅଛନ୍ତି। ୫, ୪୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୬, ୩୦୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ [+୯] ଜଣ ସକ୍ରୀୟ ଅଛନ୍ତି। ୬, ୧୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୬, ୪୭୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୭ [+୯] ଜଣ ସକ୍ରୀୟ ଅଛନ୍ତି। ୬, ୧୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୧୩, ୨୮୩ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୫ [+୩୩] ଜଣ ସକ୍ରୀୟ ଅଛନ୍ତି। ୧୨, ୮୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୮, ୨୨୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୧] ଜଣ ସକ୍ରୀୟ ଅଛନ୍ତି। ୮, ୧୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୮, ୫୧୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୪ [+୧୨] ଜଣ ସକ୍ରୀୟ ଅଛନ୍ତି। ୮, ୧୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୪, ୬୨୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୮] ଜଣ ସକ୍ରୀୟ ଅଛନ୍ତି। ୪, ୫୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୧୨, ୫୬୪ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪୬ [+୫୮] ଜଣ ସକ୍ରୀୟ ଅଛନ୍ତି। ୧୧, ୬୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭, ୮୭୧ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୪ [+୧୭] ଜଣ ସକ୍ରୀୟ ଅଛନ୍ତି। ୭, ୬୫୭ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.