Home Coronavirus Outbreak ଆଜି ସର୍ବାଧିକ – ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୧୯୮ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧...

ଆଜି ସର୍ବାଧିକ – ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୧୯୮ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

165

ଭୁବନେଶ୍ୱର ୧୪-୯ (ଓଡ଼ିଆ ପୁଅ) ଆଜି ସର୍ବାଧିକ – ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୧୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୫୫୦୦୫ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୫୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୪୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୩୩୬୩ ଜଣ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୪୭୨୫୧୭। ମୋଟ ଆକ୍ରାନ୍ତ ୧୫୫୦୦୫ କୁ ବୃଦ୍ଧି ପାଇଛି ମୋଟ ସୁସ୍ଥ ହେଲେଣି ୧୧୮୬୪୨ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୫୬୭୩ ଜଣ।
ଭୁବନେଶ୍ୱର ୧୪-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୩୭ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବଲାଙ୍ଗୀର ଜିଲ୍ଲାରୁ ୨ ଜଣ,
କଟକ ଜିଲ୍ଲାରୁ ୪ ଜଣ,
କନ୍ଧମାଳ ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ,
ମୟୁରଭଞ୍ଜ ଜିଲ୍ଲାରୁ ଜଣେ,
ନୟାଗଡ଼ ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୩୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ପୁରୁଣା ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୩- ବଲାଙ୍ଗୀର ଜିଲ୍ଲାର ୭୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ବଲାଙ୍ଗୀର ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣା ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- କଟକ ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ।

୭- କଟକ ଜିଲ୍ଲାର ୭୬ ବର୍ଷ ବୟସ୍କ ପୁରୁଷ।

୮- କଟକ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- କନ୍ଧମାଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୦- ନୟାଗଡ଼ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୧୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୦୮
୨- ବାଲେଶ୍ୱର ଜିଲ୍ଲାରୁ – ୧୩୦
୩- ବରଗଡ଼ ଜିଲ୍ଲାରୁ – ୯୫
୪- ଭଦ୍ରକ ଜିଲ୍ଲାରୁ – ୫୩
୫- ବଲାଙ୍ଗୀର ଜିଲ୍ଲାରୁ – ୧୯୭
୬- ବୌଦ୍ଦ ଜିଲ୍ଲାରୁ – ୧୯
୭- କଟକ ଜିଲ୍ଲାରୁ – ୩୬୭
୮- ଦେବଗଡ଼ ଜିଲ୍ଲାରୁ – ୩୪
୯- ଢେଙ୍କାନାଳ ଜିଲ୍ଲାରୁ – ୮୦
୧୦- ଗଜପତି ଜିଲ୍ଲାରୁ – ୧୪
୧୧- ଗଞ୍ଜାମ ଜିଲ୍ଲାରୁ – ୪୪
୧୨- ଜଗତସିଂହପୁର ଜିଲ୍ଲାରୁ – ୯୭
୧୩- ଯାଜପୁର ଜିଲ୍ଲାରୁ – ୧୫୬
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୯୫
୧୫- କଳାହାଣ୍ଡି ଜିଲ୍ଲାରୁ – ୯୩
୧୬- କନ୍ଧମାଳ ଜିଲ୍ଲାରୁ – ୭୮
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୪୩
୧୮- କେନ୍ଦୁଝର ଜିଲ୍ଲାରୁ – ୬୩
୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୭୫୮
୨୦- କୋରାପୁଟ ଜିଲ୍ଲାରୁ – ୯୯
୨୧- ମାଲକାନଗିରି : ୨୨
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୩୩
୨୩- ନବଗଙ୍ଗପୁର : ୯୮
୨୪- ନୟାଗଡ଼ ଜିଲ୍ଲାରୁ – ୪୩
୨୫- ନୂଆପଡ଼ା ଜିଲ୍ଲାରୁ – ୧୧୬
୨୬- ପୁରୀ ଜିଲ୍ଲାରୁ – ୩୧୦
୨୭- ରାୟଗଡ଼ା ଜିଲ୍ଲାରୁ – ୧୩୬
୨୮- ସମ୍ବଲପୁର ଜିଲ୍ଲାରୁ – ୧୩୦
୨୯- ସୋନପୁର ଜିଲ୍ଲାରୁ – ୭୪
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୯୫
୩୧- State Pool: ୨୧୮

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୨, ୦୧୦ [+୧୦୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୮ [+୧୦୮] ଜଣ ସକ୍ରୀୟ ଅଛନ୍ତି। ୧, ୦୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୫, ୩୦୪ [+୧୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୧୯ [+୧୩୦] ଜଣ ସକ୍ରୀୟ ଅଛନ୍ତି। ୪, ୦୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୪, ୪୧୮ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୮୦ [+୯୫] ଜଣ ସକ୍ରୀୟ ଅଛନ୍ତି। ୨, ୭୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩, ୯୪୦ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୫ [+୫୩] ଜଣ ସକ୍ରୀୟ ଅଛନ୍ତି। ୩, ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩, ୦୬୬ [+୧୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୮୫ [+୧୯୫] ଜଣ ସକ୍ରୀୟ ଅଛନ୍ତି। ୧, ୯୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୧୧୨ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୧ [+୧୯] ଜଣ ସକ୍ରୀୟ ଅଛନ୍ତି। ୭୫୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧୩, ୩୮୨ [+୩୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୬୧୭ [+୩୬୩] ଜଣ ସକ୍ରୀୟ ଅଛନ୍ତି। ୯, ୭୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୪୦୭ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୬ [+୩୪] ଜଣ ସକ୍ରୀୟ ଅଛନ୍ତି। ୨୫୧ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨, ୬୧୯ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୭ [+୮୦] ଜଣ ସକ୍ରୀୟ ଅଛନ୍ତି। ୨, ୦୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୧୬୬ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୮ [+୧୪] ଜଣ ସକ୍ରୀୟ ଅଛନ୍ତି। ୨, ୯୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୯, ୨୫୫ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୫ [+୪୪] ଜଣ ସକ୍ରୀୟ ଅଛନ୍ତି। ୧୮, ୫୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩, ୦୯୩ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୧୮ [+୯୭] ଜଣ ସକ୍ରୀୟ ଅଛନ୍ତି। ୨, ୦୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୫, ୮୯୦ [+୧୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୦୮ [+୧୫୬] ଜଣ ସକ୍ରୀୟ ଅଛନ୍ତି। ୪, ୨୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨, ୬୦୩ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୪ [+୯୫] ଜଣ ସକ୍ରୀୟ ଅଛନ୍ତି। ୧, ୮୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୨, ୦୭୦ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୬ [+୯୩] ଜଣ ସକ୍ରୀୟ ଅଛନ୍ତି। ୧, ୪୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୯୨୨ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୪ [+୭୭] ଜଣ ସକ୍ରୀୟ ଅଛନ୍ତି। ୨, ୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୩, ୨୩୪ [+୧୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୪୪ [+୧୪୩] ଜଣ ସକ୍ରୀୟ ଅଛନ୍ତି। ୨, ୦୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨, ୯୨୮ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୦ [+୬୩] ଜଣ ସକ୍ରୀୟ ଅଛନ୍ତି। ୨, ୩୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୨୬, ୭୫୪ [+୭୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୯୮୪ [+୭୫୬] ଜଣ ସକ୍ରୀୟ ଅଛନ୍ତି। ୧୯, ୬୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୪, ୮୫୮ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୮ [+୯୯] ଜଣ ସକ୍ରୀୟ ଅଛନ୍ତି। ୪, ୦୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୮୧୦ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୬ [+୨୨] ଜଣ ସକ୍ରୀୟ ଅଛନ୍ତି। ୨, ୫୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୫, ୭୫୧ [+୧୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୫ [+୧୩୨] ଜଣ ସକ୍ରୀୟ ଅଛନ୍ତି। ୪, ୫୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨, ୨୨୬ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୦ [+୯୮] ଜଣ ସକ୍ରୀୟ ଅଛନ୍ତି। ୧, ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩, ୮୪୦ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୮ [+୪୨] ଜଣ ସକ୍ରୀୟ ଅଛନ୍ତି। ୩, ୨୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧, ୬୧୧ [+୧୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୦ [+୧୧୬] ଜଣ ସକ୍ରୀୟ ଅଛନ୍ତି। ୭୩୧ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୬, ୫୯୭ [+୩୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୦୯୩ [+୩୧୦] ଜଣ ସକ୍ରୀୟ ଅଛନ୍ତି। ୪, ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୬, ୨୨୨ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୫ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୫, ୫୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୪, ୧୧୭ [+୧୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୫ [+୧୩୦] ଜଣ ସକ୍ରୀୟ ଅଛନ୍ତି। ୩, ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୧, ୮୧୭ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୪ [+୭୪] ଜଣ ସକ୍ରୀୟ ଅଛନ୍ତି। ୮୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୫, ୭୨୮ [+୧୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୫ [+୧୯୫] ଜଣ ସକ୍ରୀୟ ଅଛନ୍ତି। ୪, ୭୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୧, ୨୫୫ [+୨୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୫୫ [+୨୧୮] ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.