Odiapua.com

ଆଜି ୩୦ ଜିଲ୍ଲାରୁ ଆଜି ୪୨୩୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

ଭୁବନେଶ୍ୱର ୨୩-୯ (ଓଡ଼ିଆ ପୁଅ) ଆଜି ୩୦ ଜିଲ୍ଲାରୁ ଆଜି ୪୨୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୫୪୮ ରେ ପହଁଚିଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୪୮୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୩୮୩୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୯୦୫୭୩୧। ମୋଟ ଆକ୍ରାନ୍ତ ୧୯୨୫୪୮ ମୋଟ ସୁସ୍ଥ ହେଲେଣି ୧୫୩୨୧୩ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୮୫୪୬ ଜଣ।

ଓଡ଼ିଶାରେ କରୋନା ନେଇଛି ୧୫ ମୁଣ୍ଡ। ମୋଟ ମୃତ୍ୟୁ ସଂଖ୍ୟା ୭୩୬ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –

ବାଲେଶ୍ୱର ଜିଲ୍ଲାରୁ ଜଣେ,
ଭୁବନେଶ୍ୱରରୁ ୪ ଜଣ,
କଟକ ଜିଲ୍ଲାରୁ ଜଣେ,
ଢ଼େଙ୍କାନାଳ ଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ଜଣେ,
ମାଲକାନଗିରି ଜିଲ୍ଲାରୁ ଜଣେ,
ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,
ନୟାଗଡ଼ ଜିଲ୍ଲାରୁ ଜଣେ,
ନୁଆପଡା ଜିଲ୍ଲାରୁ ଜଣେ,
ପୁରୀ ଜିଲ୍ଲାରୁ ୨ ଜଣ

କରୋନାରେ ଚିକିତ୍ସିତ ହେଉଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ୫୧ ବର୍ଷ ବୟସ୍କ ପୁରୁଷ।

୨- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୩୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

୫- ଭୁବନେଶ୍ୱରର ୭୦ ବର୍ଷ ବୟସ୍କ ପୁରୁଷ।

୬- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ରିମାଟଏଡ୍ ଆର୍ଥ୍ରାଇଟିସରେ ପୀଡିତ ଥିଲେ।

୭- ଢ଼େଙ୍କାନାଳ ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ।

୮- କନ୍ଧମାଳ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ମାଲକାନଗିରି ଜିଲ୍ଲାର ୪୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୦- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୧- ମୟୁରଭଞ୍ଜ ଜିଲ୍ଲାର ୭୪ ବର୍ଷ ବୟସ୍କ ପୁରୁଷ।

୧୨- ନୟାଗଡ଼ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ନୁଆପଡା ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କ ପୁରୁଷ।

୧୪- ପୁରୀ ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୫- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଆଜି ୩୦ ଜିଲ୍ଲାରୁ ଆଜି ୪୨୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୧୦
୨- ବାଲେଶ୍ୱର ଜିଲ୍ଲାରୁ – ୧୬୧
୩- ବରଗଡ଼ ଜିଲ୍ଲାରୁ – ୧୨୧
୪- ଭଦ୍ରକ ଜିଲ୍ଲାରୁ – ୧୩୬
୫- ବଲାଙ୍ଗୀର ଜିଲ୍ଲାରୁ – ୬୭
୬- ବୌଦ୍ଦ ଜିଲ୍ଲାରୁ – ୪୩
୭- କଟକ ଜିଲ୍ଲାରୁ – ୫୭୭
୮- ଦେବଗଡ଼ ଜିଲ୍ଲାରୁ – ୨୨
୯- ଢେଙ୍କାନାଳ ଜିଲ୍ଲାରୁ – ୭୦
୧୦- ଗଜପତି ଜିଲ୍ଲାରୁ – ୪୨
୧୧- ଗଞ୍ଜାମ ଜିଲ୍ଲାରୁ – ୭୧
୧୨- ଜଗତସିଂହପୁର ଜିଲ୍ଲାରୁ – ୧୭୩
୧୩- ଯାଜପୁର ଜିଲ୍ଲାରୁ – ୨୦୧
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୨୦୫
୧୫- କଳାହାଣ୍ଡି ଜିଲ୍ଲାରୁ – ୫୭
୧୬- କନ୍ଧମାଳ ଜିଲ୍ଲାରୁ – ୫୫
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୪୮
୧୮- କେନ୍ଦୁଝର ଜିଲ୍ଲାରୁ – ୪୨
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୬୪୭
୨୦- କୋରାପୁଟ ଜିଲ୍ଲାରୁ – ୮୯
୨୧- ମାଲକାନଗିରି : ୪୪
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୩୯
୨୩- ନବରଙ୍ଗପୁର ଜିଲ୍ଲାରୁ : ୭୦
୨୪- ନୟାଗଡ଼ ଜିଲ୍ଲାରୁ – ୫୦
୨୫- ନୂଆପଡ଼ା ଜିଲ୍ଲାରୁ – ୧୧୫
୨୬- ପୁରୀ ଜିଲ୍ଲାରୁ – ୨୧୯
୨୭- ରାୟଗଡ଼ା ଜିଲ୍ଲାରୁ – ୫୧
୨୮- ସମ୍ବଲପୁର ଜିଲ୍ଲାରୁ – ୧୧୧
୨୯- ସୋନପୁର ଜିଲ୍ଲାରୁ – ୧୩୧
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦୧
୩୧- State Pool: ୧୬୯

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୩, ୦୬୭ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୧୩ [+୧୧୦] ଜଣ ସକ୍ରୀୟ ଅଛନ୍ତି। ୧, ୮୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୬, ୬୫୪ [+୧୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୫୦ [+୧୬୦] ଜଣ ସକ୍ରୀୟ ଅଛନ୍ତି। ୫, ୧୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୫, ୫୮୫ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୪୦ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୪, ୩୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୪, ୬୯୨ [+୧୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୪ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୩, ୮୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୩, ୭୨୫ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୫ [+୬୭] ଜଣ ସକ୍ରୀୟ ଅଛନ୍ତି। ୩, ୦୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୧, ୫୮୧ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୫ [+୪୩] ଜଣ ସକ୍ରୀୟ ଅଛନ୍ତି। ୧, ୦୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୧୭, ୭୯୨ [+୫୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୪୯୬ [+୫୭୬] ଜଣ ସକ୍ରୀୟ ଅଛନ୍ତି। ୧୩, ୨୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୫୩୫ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୨୨] ଜଣ ସକ୍ରୀୟ ଅଛନ୍ତି। ୪୩୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩, ୨୪୫ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୯ [+୬୯] ଜଣ ସକ୍ରୀୟ ଅଛନ୍ତି। ୨, ୬୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୪୧୧ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୪ [+୪୨] ଜଣ ସକ୍ରୀୟ ଅଛନ୍ତି। ୩, ୧୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୯, ୭୮୧ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୧ [+୭୧] ଜଣ ସକ୍ରୀୟ ଅଛନ୍ତି। ୧୯, ୨୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୪, ୩୯୧ [+୧୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୩ [+୧୭୩] ଜଣ ସକ୍ରୀୟ ଅଛନ୍ତି। ୩, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୭, ୩୫୫ [+୨୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୯୬ [+୨୦୧] ଜଣ ସକ୍ରୀୟ ଅଛନ୍ତି। ୫, ୭୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୩, ୭୩୬ [+୨୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୧୦ [+୨୦୫] ଜଣ ସକ୍ରୀୟ ଅଛନ୍ତି। ୨, ୬୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨, ୭୬୬ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୨ [+୫୭] ଜଣ ସକ୍ରୀୟ ଅଛନ୍ତି। ୧, ୯୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୩, ୮୪୫ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୩ [+୫୪] ଜଣ ସକ୍ରୀୟ ଅଛନ୍ତି। ୩, ୦୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୪, ୨୯୧ [+୧୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୬୯ [+୧୪୮] ଜଣ ସକ୍ରୀୟ ଅଛନ୍ତି। ୩, ୧୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୩, ୫୪୮ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୮ [+୪୨] ଜଣ ସକ୍ରୀୟ ଅଛନ୍ତି। ୨, ୯୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୩୨, ୮୦୦ [+୬୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୪୩୦ [+୬୪୩] ଜଣ ସକ୍ରୀୟ ଅଛନ୍ତି। ୨୬, ୨୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୦ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୫, ୬୮୩ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୪ [+୮୯] ଜଣ ସକ୍ରୀୟ ଅଛନ୍ତି। ୪, ୮୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୨୯୯ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୦ [+୪୩] ଜଣ ସକ୍ରୀୟ ଅଛନ୍ତି। ୨, ୭୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୭, ୦୭୨ [+୧୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୪୦ [+୧୩୭] ଜଣ ସକ୍ରୀୟ ଅଛନ୍ତି। ୫, ୬୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩, ୦୧୬ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୯ [+୭୦] ଜଣ ସକ୍ରୀୟ ଅଛନ୍ତି। ୨, ୧୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୪, ୩୫୮ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୨ [+୪୯] ଜଣ ସକ୍ରୀୟ ଅଛନ୍ତି। ୩, ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୨, ୩୧୮ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୨ [+୧୧୪] ଜଣ ସକ୍ରୀୟ ଅଛନ୍ତି। ୧, ୫୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୮, ୮୭୧ [+୨୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୩୫ [+୨୧୭] ଜଣ ସକ୍ରୀୟ ଅଛନ୍ତି। ୬, ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୬, ୯୯୮ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୯ [+୫୧] ଜଣ ସକ୍ରୀୟ ଅଛନ୍ତି। ୬, ୨୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୫, ୧୭୪ [+୧୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୮୪ [+୧୧୧] ଜଣ ସକ୍ରୀୟ ଅଛନ୍ତି। ୩, ୯୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୨, ୫୨୯ [+୧୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୩ [+୧୩୧] ଜଣ ସକ୍ରୀୟ ଅଛନ୍ତି। ୧, ୮୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୬, ୮୪୯ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୨୬ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୫, ୫୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୩, ୫୮୧ [+୧୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୫୫୧ [+୧୬୯] ଜଣ ସକ୍ରୀୟ ଅଛନ୍ତି। ୧, ୦୩୦ ଜଣ ସୁସ୍ଥ ହୋଇଛନ୍ତି।