Home ଅନୁଗୁଳ ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୯୯୬ ନୂଆ ଆକ୍ରାନ୍ତ ଚିହ୍ନଟ, ୧୪ ମୃତ୍ୟୁ – ଜାଣନ୍ତୁ...

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୯୯୬ ନୂଆ ଆକ୍ରାନ୍ତ ଚିହ୍ନଟ, ୧୪ ମୃତ୍ୟୁ – ଜାଣନ୍ତୁ ପ୍ରତ୍ୟେକ ଜିଲ୍ଲାର ସବିଶେଷ ତଥ୍ୟ –

172

ଭୁବନେଶ୍ୱର ୧୧-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୯୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୪୩୧୧୭ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୩୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୨୭୦୬ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୩୨୩୬୪୧। ମୋଟ ଆକ୍ରାନ୍ତ ୧୪୩୧୧୭ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୧୦୮୦୦୧ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୪୪୫୮ ଜଣ।

ପୁଣି କରୋନା ନେଇଛି ୧୪ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୦୫ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ,

କଳାହାଣ୍ଡି ଜିଲ୍ଲାରୁ ଜଣେ,

ଖୋର୍ଦ୍ଦା ଜିଲ୍ଲାରୁ ୫ ଜଣ,

କୋରାପୁଟ ଜିଲ୍ଲାରୁ ଜଣେ,

ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,

ପୁରୀ ଜିଲ୍ଲାରୁ ୩ ଜଣ,

ସମ୍ବଲପୁର ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୪ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ଜଣେ ୭୪ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୪- ଭୁବନେଶ୍ୱର ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ପୋଷ୍ଟ ସେରେବ୍ରୋଭାସ୍କୁଲାର ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।

୬- କଳାହାଣ୍ଡି ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭- ଖୋର୍ଧା ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ।

୮- କୋରାପୁଟ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୯- ମୟୁରଭଞ୍ଜ ଜିଲ୍ଲାର ୬୫ ବର୍ଷ ବୟସ୍କା ମହିଳା।

୧୦- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୧୧- ପୁରୀ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।

୧୨- ପୁରୀ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ପୁରୀ ଜିଲ୍ଲାର ୪୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୪- ସମ୍ବଲପୁର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୯୯୬ ନୂଆ ଆକ୍ରାନ୍ତ ଚିହ୍ନଟ
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୩୮

୨- ବାଲେଶ୍ୱର ଜିଲ୍ଲାରୁ – ୨୦୯

୩- ବରଗଡ଼ ଜିଲ୍ଲାରୁ – ୯୭

୪- ଭଦ୍ରକ ଜିଲ୍ଲାରୁ – ୧୧୨

୫- ବଲାଙ୍ଗୀର ଜିଲ୍ଲାରୁ – ୧୨୪

୬- ବୌଦ୍ଦ ଜିଲ୍ଲାରୁ – ୩୯

୭- କଟକ ଜିଲ୍ଲାରୁ – ୩୫୪

୮- ଦେବଗଡ଼ ଜିଲ୍ଲାରୁ – ୧୦

୯- ଢେଙ୍କାନାଳ ଜିଲ୍ଲାରୁ – ୮୭

୧୦- ଗଜପତି ଜିଲ୍ଲାରୁ – ୨୫

୧୧- ଗଞ୍ଜାମ ଜିଲ୍ଲାରୁ – ୮୯

୧୨- ଜଗତସିଂହପୁର ଜିଲ୍ଲାରୁ – ୧୨୨

୧୩- ଯାଜପୁର ଜିଲ୍ଲାରୁ – ୧୧୯

୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୭୯

୧୫- କଳାହାଣ୍ଡି ଜିଲ୍ଲାରୁ – ୫୮

୧୬- କନ୍ଧମାଳ ଜିଲ୍ଲାରୁ – ୪୭

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୩୦

୧୮- କେନ୍ଦୁଝର ଜିଲ୍ଲାରୁ – ୬୦

୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୬୦୬

୨୦- କୋରାପୁଟ ଜିଲ୍ଲାରୁ – ୯୩

୨୧- ମାଲକାନଗିରି : ୪୭

୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୬୦

୨୩- ନବରଙ୍ଗପୁର ଜିଲ୍ଲାରେ: ୧୫୧

୨୪- ନୟାଗଡ଼ ଜିଲ୍ଲାରୁ – ୭୭

୨୫- ନୂଆପଡ଼ା ଜିଲ୍ଲାରୁ – ୧୦୩

୨୬- ପୁରୀ ଜିଲ୍ଲାରୁ – ୨୭୯

୨୭- ରାୟଗଡ଼ା ଜିଲ୍ଲାରୁ – ୧୦୫

୨୮- ସମ୍ବଲପୁର ଜିଲ୍ଲାରୁ – ୯୧

୨୯- ସୋନପୁର ଜିଲ୍ଲାରୁ – ୯୧

୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮୮

୩୧- State Pool: ୨୦୬

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୧, ୬୮୪ [+୧୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୬ [+୧୩୮] ଜଣ ସକ୍ରୀୟ ଅଛନ୍ତି। ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪, ୯୧୩ [+୨୦୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୩୧ [+୨୦୯] ଜଣ ସକ୍ରୀୟ ଅଛନ୍ତି। ୩, ୭୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୪, ୦୩୮ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୭୮ [+୯୭] ଜଣ ସକ୍ରୀୟ ଅଛନ୍ତି। ୨, ୧୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୩, ୬୯୭ [+୧୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୦ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୨, ୭୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨, ୬୭୬ [+୧୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୯ [+୧୨୪] ଜଣ ସକ୍ରୀୟ ଅଛନ୍ତି। ୧, ୮୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୧, ୦୦୬ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୮ [+୩୯] ଜଣ ସକ୍ରୀୟ ଅଛନ୍ତି। ୬୪୮ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୧୨, ୨୬୫ [+୩୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୫୭ [+୩୫୩] ଜଣ ସକ୍ରୀୟ ଅଛନ୍ତି। ୮, ୬୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୩୪୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୧୭ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୨, ୩୯୮ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୦ [+୮୭] ଜଣ ସକ୍ରୀୟ ଅଛନ୍ତି। ୧, ୮୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୧୨୩ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୮ [+୨୫] ଜଣ ସକ୍ରୀୟ ଅଛନ୍ତି। ୨, ୮୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୯, ୦୬୭ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୧ [+୮୯] ଜଣ ସକ୍ରୀୟ ଅଛନ୍ତି। ୧୮, ୨୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୪  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨, ୭୮୮ [+୧୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୮ [+୧୨୨] ଜଣ ସକ୍ରୀୟ ଅଛନ୍ତି। ୧, ୮୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୫, ୪୭୩ [+୧୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୨୯ [+୧୧୯] ଜଣ ସକ୍ରୀୟ ଅଛନ୍ତି। ୩, ୯୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨, ୨୭୬ [+୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୨ [+୭୯] ଜଣ ସକ୍ରୀୟ ଅଛନ୍ତି। ୧, ୪୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୧, ୮୪୭ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦୨ [+୫୭] ଜଣ ସକ୍ରୀୟ ଅଛନ୍ତି। ୧, ୩୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୨, ୭୦୯ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୬ [+୪୭] ଜଣ ସକ୍ରୀୟ ଅଛନ୍ତି। ୨, ୨୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨, ୭୮୭ [+୧୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୯ [+୧୩୦] ଜଣ ସକ୍ରୀୟ ଅଛନ୍ତି। ୧, ୮୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨, ୭୧୧ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୯ [+୬୦] ଜଣ ସକ୍ରୀୟ ଅଛନ୍ତି। ୨, ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୨୪, ୬୨୫ [+୬୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭, ୦୫୯ [+୬୦୧] ଜଣ ସକ୍ରୀୟ ଅଛନ୍ତି। ୧୭, ୪୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୭ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୪, ୫୬୧ [+୯୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୮ [+୯୨] ଜଣ ସକ୍ରୀୟ ଅଛନ୍ତି। ୩, ୭୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୬୯୪ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୪ [+୪୭] ଜଣ ସକ୍ରୀୟ ଅଛନ୍ତି। ୨, ୪୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୫, ୪୧୩ [+୧୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୮୬ [+୧୫୮] ଜଣ ସକ୍ରୀୟ ଅଛନ୍ତି। ୩, ୮୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୧, ୯୦୯ [+୧୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୫ [+୧୫୧] ଜଣ ସକ୍ରୀୟ ଅଛନ୍ତି। ୧, ୨୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୩, ୬୬୬ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୧ [+୭୭] ଜଣ ସକ୍ରୀୟ ଅଛନ୍ତି। ୩, ୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୧, ୨୯୪ [+୧୦୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୩ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୫୬୧ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୫, ୮୩୮ [+୨୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୪୯ [+୨୭୬] ଜଣ ସକ୍ରୀୟ ଅଛନ୍ତି। ୩, ୯୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୫, ୯୧୩ [+୧୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୧ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୫, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩, ୭୩୪ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୦ [+୯୦] ଜଣ ସକ୍ରୀୟ ଅଛନ୍ତି। ୨, ୯୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୧, ୫୮୦ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୧ [+୯୧] ଜଣ ସକ୍ରୀୟ ଅଛନ୍ତି। ୭୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୫, ୩୫୦ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୩ [+୮୮] ଜଣ ସକ୍ରୀୟ ଅଛନ୍ତି। ୪, ୨୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୭୩୮ [+୨୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୮ [+୨୦୬] ଜଣ ସକ୍ରୀୟ ଅଛନ୍ତି। ୦ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.