Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୩, ଜୁଲାଇ

222

ଭୁବନେଶ୍ୱର ୦୩-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ମୃତକ ଦ୍ୱୟ ଗଞ୍ଜାମ ଜିଲ୍ଲାର। ଜଣେ ୬୬ ବର୍ଷ ବୟସ୍କ ପୁରୁଷ, ଯିଏ ଉଚ୍ଚ ରକ୍ତଚାପର ରୋଗୀ ମଧ୍ୟ ଥିଲେ ଏବଂ ଆଉଜଣେ ଗଞ୍ଜାମ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ଏହା ସହ ଗଞ୍ଜାମ ଜିଲ୍ଲାରେ ୧, ୮୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୨ ଜଣ ସକ୍ରୀୟ ଅଛନ୍ତି। ୧, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି। ଆଜି ଜିଲ୍ଲାରୁ ୨୮୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି।

ଅନ୍ୟ କାରଣରୁ ୮ ଜଣଙ୍କର ମୃତ୍ୟୁ ହୋଇଛି।

ଆଜି ଚିହ୍ନଟ ନୂଆ ୫୬୧ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୧- ବରଗଡ଼ ଜିଲ୍ଲାରୁ – ୨୧

୨- ଭଦ୍ରକ ଜିଲ୍ଲାରୁ – ୧

୩- ବଲାଙ୍ଗୀର ଜିଲ୍ଲାରୁ : ୧୯

୪- କଟକ ଜିଲ୍ଲାରୁ – ୮୧

୫- ଢେଙ୍କାନାଳ ଜିଲ୍ଲାରୁ – ୩

୬- ଗଞ୍ଜାମ ଜିଲ୍ଲାରୁ – ୨୮୩

୭- ଜଗତସିଂହପୁର ଜିଲ୍ଲାରୁ – ୬

୮- ଯାଜପୁର ଜିଲ୍ଲାରୁ – ୩

୯- ଝାରସୁଗୁଡ଼ା ଜିଲ୍ଲାରୁ – ୨

୧୦- କଳାହାଣ୍ଡି ଜିଲ୍ଲାରୁ – ୫

୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨

୧୨- କେନ୍ଦୁଝର ଜିଲ୍ଲାରୁ – ୬

୧୩- ଖୋର୍ଦ୍ଦା ଜିଲ୍ଲାରୁ – ୨୬

୧୪- କୋରାପୁଟ ଜିଲ୍ଲାରୁ – ୪

୧୫- ମୟୁରଭଞ୍ଜ ଜିଲ୍ଲାରୁ – ୧୦

୧୬- ପୁରୀ ଜିଲ୍ଲାରୁ – ୧

୧୭- ରାୟଗଡ଼ା ଜିଲ୍ଲାରୁ – ୭୬

୧୮- ସମ୍ବଲପୁର ଜିଲ୍ଲାରୁ – ୮

୧୯- ସୁନ୍ଦରଗଡ଼ ଜିଲ୍ଲାରୁ – ୩

୨୦- – NDRF କର୍ମଚାରୀ (ଯେଉଁମାନେ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଆସିଥିଲେ ): ୧

ରାଜ୍ୟରେ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୮୧୫୨୩। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬ କୁ ବୃଦ୍ଧି ପାଇଛି ଏବଂ ସୁସ୍ଥ ହେଲେଣି ୫୫୦୨ ଜଣ। ତେବେ ମୋଟ ସକ୍ରୀୟ ଆକ୍ରାନ୍ତ ୨୫୬୭ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୭୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭୭ ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ ଜଣ ସକ୍ରୀୟ ଅଛନ୍ତି। ୩୦୬ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧୩୧ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୨୧] ଜଣ ସକ୍ରୀୟ ଅଛନ୍ତି। ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୩୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୧] ଜଣ ସକ୍ରୀୟ ଅଛନ୍ତି। ୨୨୪ ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୨୧୩ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [+୧୯] ଜଣ ସକ୍ରୀୟ ଅଛନ୍ତି। ୧୫୩ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୪୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୭୦୨ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୬ [+୮୨] ଜଣ ସକ୍ରୀୟ ଅଛନ୍ତି। ୪୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସକ୍ରୀୟ ଅଛନ୍ତି। ୪୧ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୮୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୩] ଜଣ ସକ୍ରୀୟ ଅଛନ୍ତି। ୫୬ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୪୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୦ ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି।

ଗଞ୍ଜାମ ଜିଲ୍ଲାରେ ୧, ୮୫୦ [+୨୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୨ [+୨୮୧] ଜଣ ସକ୍ରୀୟ ଅଛନ୍ତି। ୧, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୩୦୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୬] ଜଣ ସକ୍ରୀୟ ଅଛନ୍ତି। ୨୦୯ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରେ ୫୪୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ [+୩] ଜଣ ସକ୍ରୀୟ ଅଛନ୍ତି। ୩୮୩ ଜଣ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୧୨୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୨] ଜଣ ସକ୍ରୀୟ ଅଛନ୍ତି। ୪୮ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୬ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬ [+୫] ଜଣ ସକ୍ରୀୟ ଅଛନ୍ତି। ୭୦ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୭୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୧୭୫ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୫୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୨] ଜଣ ସକ୍ରୀୟ ଅଛନ୍ତି। ୨୨୬ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲାରେ ୧୫୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୬] ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଦା ଜିଲ୍ଲାରେ ୮୯୪ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୧ [+୨୬] ଜଣ ସକ୍ରୀୟ ଅଛନ୍ତି। ୬୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୫୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୪] ଜଣ ସକ୍ରୀୟ ଅଛନ୍ତି। ୨୫ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ ଜଣ ସକ୍ରୀୟ ଅଛନ୍ତି। ୫୨ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୨୨୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୫୪ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସକ୍ରୀୟ ଅଛନ୍ତି। ୧୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ ଜଣ ସକ୍ରୀୟ ଅଛନ୍ତି। ୧୨୯ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରେ ୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨୭୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୧୫ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୭୬] ଜଣ ସକ୍ରୀୟ ଅଛନ୍ତି। ୧୭ ଜଣ ସୁସ୍ଥ ହୋଇଛନ୍ତି।

ସମ୍ବଲପୁର ଜିଲ୍ଲାରେ ୬୪ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୮] ଜଣ ସକ୍ରୀୟ ଅଛନ୍ତି। ୨୪ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୨୨୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୩] ଜଣ ସକ୍ରୀୟ ଅଛନ୍ତି। ୧୬୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.