Home Coronavirus Outbreak ରାଜ୍ୟରେ ଆଜି ୪୧୮୯ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ରାଜ୍ୟରେ ଆଜି ୪୧୮୯ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

135

ଭୁବନେଶ୍ୱର ୨୨-୯ (ଓଡ଼ିଆ ପୁଅ)  ଆଜି ରାଜ୍ୟରୁ ୩୦ ଜିଲ୍ଲାରୁ ୪୧୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୪୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୩୬ ଜଣ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୩୭୦୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୮୬୦୪୧୦। ମୋଟ ଆକ୍ରାନ୍ତ ୧୮୮୩୧୧ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୪୯୩୭୯ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୮୧୫୮ ଜଣ।

ରାଜ୍ୟରେ ଆଜି କରୋନା ନେଇଛି ୧୧ ମୁଣ୍ଡ। ଆଜି ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ମୋଟ ମୃତ୍ୟୁ ସଂଖ୍ୟା ୭୨୧ କୁ ବୃଦ୍ଧି ପାଇଛି। ତେବେ –
ବାଲେଶ୍ୱର ଜିଲ୍ଲାରୁ ୨ ଜଣ
ଭଦ୍ରକ ଜିଲ୍ଲାରୁ ଜଣେ,
ବଲାଙ୍ଗୀର ଜିଲ୍ଲାରୁ ୨ ଜଣ,
ଗଞ୍ଜାମ ଜିଲ୍ଲାରୁ ୨ ଜଣ ,
ଖୋର୍ଦ୍ଦା ଜିଲ୍ଲାରୁ ଜଣେ,
ମାଲକାନଗିରି ଜିଲ୍ଲାରୁ ୨ ଜଣ,
ପୁରୀ ଜିଲ୍ଲାରୁ ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଜାଣନ୍ତୁ ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୩- ଭଦ୍ରକ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ୯୦ ବର୍ଷ ବୟସ୍କ ପୁରୁଷ।

୫- ବଲାଙ୍ଗୀର ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କା ମହିଳା ଯିଏ ଫୁସଫୁସର ଆଡେନୋକାର୍କିନୋମା ରୋଗରେ ପୀଡିତ ଥିଲେ।

୬- ବଲାଙ୍ଗୀର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏକି ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୮- ଗଞ୍ଜାମ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ।

୯- ମାଲକାନଗିରି ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ମାଲକାନଗିରି ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ।

୧୧- ପୁରୀ ଜିଲ୍ଲାର ୫୧ ବର୍ଷ ବୟସ୍କ ପୁରୁଷ।

ରାଜ୍ୟରୁ ୩୦ ଜିଲ୍ଲାରୁ ୪୧୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ
୧- ଅନୁଗୁଳ ଜିଲ୍ଲାରୁ – ୧୦୭
୨- ବାଲେଶ୍ୱର ଜିଲ୍ଲାରୁ – ୧୫୦
୩- ବରଗଡ଼ ଜିଲ୍ଲାରୁ – ୧୨୮
୪- ଭଦ୍ରକ ଜିଲ୍ଲାରୁ – ୩୪
୫- ବଲାଙ୍ଗୀର ଜିଲ୍ଲାରୁ – ୧୧୪
୬- ବୌଦ୍ଦ ଜିଲ୍ଲାରୁ – ୭୭
୭- କଟକ ଜିଲ୍ଲାରୁ – ୫୮୬
୮- ଦେବଗଡ଼ ଜିଲ୍ଲାରୁ – ୧୨
୯- ଢେଙ୍କାନାଳ ଜିଲ୍ଲାରୁ – ୫୪
୧୦- ଗଜପତି ଜିଲ୍ଲାରୁ – ୨
୧୧- ଗଞ୍ଜାମ ଜିଲ୍ଲାରୁ – ୩୫
୧୨- ଜଗତସିଂହପୁର ଜିଲ୍ଲାରୁ – ୧୦୪
୧୩- ଯାଜପୁର ଜିଲ୍ଲାରୁ – ୧୮୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୮୪
୧୫- କଳାହାଣ୍ଡି ଜିଲ୍ଲାରୁ – ୧୦୫
୧୬- କନ୍ଧମାଳ ଜିଲ୍ଲାରୁ – ୭୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୨୬
୧୮- କେନ୍ଦୁଝର ଜିଲ୍ଲାରୁ – ୩୩
୧୯- ଖୋର୍ଦ୍ଧାରୁ ସର୍ବାଧିକ – ୭୧୨
୨୦- କୋରାପୁଟ ଜିଲ୍ଲାରୁ – ୬୩
୨୧- ମାଲକାନଗିରି : ୭୨
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୭୪
୨୩- ନବରଙ୍ଗପୁର ଜିଲ୍ଲାରେ: ୭୫
୨୪- ନୟାଗଡ଼ ଜିଲ୍ଲାରୁ – ୮୨
୨୫- ନୂଆପଡ଼ା ଜିଲ୍ଲାରୁ – ୫୮
୨୬- ପୁରୀ ଜିଲ୍ଲାରୁ – ୨୬୫
୨୭- ରାୟଗଡ଼ା ଜିଲ୍ଲାରୁ – ୨୯
୨୮- ସମ୍ବଲପୁର ଜିଲ୍ଲାରୁ – ୧୧୩
୨୯- ସୋନପୁର ଜିଲ୍ଲାରୁ – ୯୦
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୨୦୧
୩୧- State Pool: ୨୪୩

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୨, ୯୫୭ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୩ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୧, ୬୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୬, ୪୯୩ [+୧୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୭୫ [+୧୪୮] ଜଣ ସକ୍ରୀୟ ଅଛନ୍ତି। ୪, ୯୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୫, ୪୬୪ [+୧୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୦୯ [+୧୨୮] ଜଣ ସକ୍ରୀୟ ଅଛନ୍ତି। ୪, ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୪, ୫୫୬ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୧ [+୩୩] ଜଣ ସକ୍ରୀୟ ଅଛନ୍ତି। ୩, ୭୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୩, ୬୫୮ [+୧୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୧ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୨, ୮୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୫୩୮ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୩ [+୭୭] ଜଣ ସକ୍ରୀୟ ଅଛନ୍ତି। ୧, ୦୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୧୭, ୨୧୫ [+୫୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୩୦୯ [+୫୮୬] ଜଣ ସକ୍ରୀୟ ଅଛନ୍ତି। ୧୨, ୮୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୫୧୩ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ [+୧୨] ଜଣ ସକ୍ରୀୟ ଅଛନ୍ତି। ୪୧୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୩, ୧୭୫ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୭ [+୫୪] ଜଣ ସକ୍ରୀୟ ଅଛନ୍ତି। ୨, ୬୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୩୬୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୫ [+୨] ଜଣ ସକ୍ରୀୟ ଅଛନ୍ତି। ୩, ୧୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୯, ୭୧୦ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୭ [+୩୩] ଜଣ ସକ୍ରୀୟ ଅଛନ୍ତି। ୧୯, ୨୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୪, ୨୧୮ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୯୩ [+୧୦୪] ଜଣ ସକ୍ରୀୟ ଅଛନ୍ତି। ୨, ୯୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୭, ୧୫୪ [+୧୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୧୩ [+୧୮୭] ଜଣ ସକ୍ରୀୟ ଅଛନ୍ତି। ୫, ୬୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୩, ୫୩୧ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୫ [+୮୪] ଜଣ ସକ୍ରୀୟ ଅଛନ୍ତି। ୨, ୫୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୨, ୭୦୯ [+୧୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୫ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୧, ୮୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୩, ୭୯୦ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୯ [+୭୪] ଜଣ ସକ୍ରୀୟ ଅଛନ୍ତି। ୨, ୯୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୪, ୧୪୩ [+୧୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୭ [+୧୨୬] ଜଣ ସକ୍ରୀୟ ଅଛନ୍ତି। ୨, ୯୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୩, ୫୦୬ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୧ [+୩୩] ଜଣ ସକ୍ରୀୟ ଅଛନ୍ତି। ୨, ୯୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩୨, ୧୫୩ [+୭୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୩୧୨ [+୭୧୧] ଜଣ ସକ୍ରୀୟ ଅଛନ୍ତି। ୨୫, ୭୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୫, ୫୯୪ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୯ [+୬୩] ଜଣ ସକ୍ରୀୟ ଅଛନ୍ତି। ୪, ୭୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୨୫୫ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୪ [+୭୦] ଜଣ ସକ୍ରୀୟ ଅଛନ୍ତି। ୨, ୭୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୬, ୯୩୩ [+୧୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୨୫ [+୧୭୪] ଜଣ ସକ୍ରୀୟ ଅଛନ୍ତି। ୫, ୪୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨, ୯୪୬ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୬ [+୭୫] ଜଣ ସକ୍ରୀୟ ଅଛନ୍ତି। ୨, ୦୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪, ୩୦୮ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୮ [+୮୨] ଜଣ ସକ୍ରୀୟ ଅଛନ୍ତି। ୩, ୭୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୨, ୨୦୩ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୯ [+୫୮] ଜଣ ସକ୍ରୀୟ ଅଛନ୍ତି। ୧, ୪୧୪ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୮, ୬୫୨ [+୨୬୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୯୨ [+୨୬୪] ଜଣ ସକ୍ରୀୟ ଅଛନ୍ତି। ୬, ୭୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୬, ୯୪୭ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦୦ [+୨୯] ଜଣ ସକ୍ରୀୟ ଅଛନ୍ତି। ୬, ୨୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୫, ୦୬୩ [+୧୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୧୧ [+୧୧୩] ଜଣ ସକ୍ରୀୟ ଅଛନ୍ତି। ୩, ୮୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୨, ୩୯୮ [+୯୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୫ [+୯୦] ଜଣ ସକ୍ରୀୟ ଅଛନ୍ତି। ୧, ୭୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୬, ୭୪୮ [+୨୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୩୫ [+୨୦୧] ଜଣ ସକ୍ରୀୟ ଅଛନ୍ତି। ୫, ୪୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୩, ୪୧୨ [+୨୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୪୮୮ [+୨୪୩] ଜଣ ସକ୍ରୀୟ ଅଛନ୍ତି। ୯୨୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.