Home Coronavirus Outbreak ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୮୯୮ ନୂଆ ଆକ୍ରାନ୍ତ, ୮ ମୃତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ...

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୮୯୮ ନୂଆ ଆକ୍ରାନ୍ତ, ୮ ମୃତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨୪

197

ଭୁବନେଶ୍ୱର ୨୦-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୮୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୭୦୦୨୦ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୭୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ୧୧୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୧୬୨୧ ଜଣ ଏବଂ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୧, ୧୫, ୯୪୭। ମୋଟ ଆକ୍ରାନ୍ତ ୭୦୦୨୦ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୪୬୯୩୫ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୨୬୫୧।

ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୮୦ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
କଟକ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ  ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।
୧- ଭୁବନେଶ୍ୱରର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୨- କଟକ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ।
୩- ଢେଙ୍କାନାଳ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।
୪- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।
୫- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୬- ଗଞ୍ଜାମ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୭- ଗଞ୍ଜାମ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୮- ପୁରୀ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୮୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୬

୨- ବାଲେଶ୍ୱର ଜିଲ୍ଲାରୁ –  ୧୪୦

୩- ବରଗଡ଼ ଜିଲ୍ଲାରୁ –  ୯

୪- ଭଦ୍ରକ ଜିଲ୍ଲାରୁ –  ୧୦୭

୫- ବଲାଙ୍ଗୀର ଜିଲ୍ଲାରୁ –  ୧୭୩

୬- ବୌଦ୍ଦ ଜିଲ୍ଲାରୁ –  ୧

୭- କଟକ ଜିଲ୍ଲାରୁ –  ୨୪୧

୮- ଦେବଗଡ଼ ଜିଲ୍ଲାରୁ –  ୩

୯- ଢେଙ୍କାନାଳ ଜିଲ୍ଲାରୁ –  ୪୪

୧୦- ଗଜପତି ଜିଲ୍ଲାରୁ –  ୫୩

୧୧- ଗଞ୍ଜାମ ଜିଲ୍ଲାରୁ –  ୨୨୬

୧୨- ଜଗତସିଂହପୁର ଜିଲ୍ଲାରୁ –  ୮୪

୧୩- ଯାଜପୁର ଜିଲ୍ଲାରୁ –  ୬୯

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୪୯

୧୫- କଳାହାଣ୍ଡି ଜିଲ୍ଲାରୁ –  ୭୬

୧୬- କନ୍ଧମାଳ ଜିଲ୍ଲାରୁ –  ୬୩

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୭

୧୮- କେନ୍ଦୁଝର ଜିଲ୍ଲାରୁ –  ୩୫

୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୫୨୪

୨୦- କୋରାପୁଟ ଜିଲ୍ଲାରୁ –  ୧୩୨

୨୧- ମାଲକାନଗିରି : ୫୬

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୫୩

୨୩- ନବରଙ୍ଗପୁର ଜିଲ୍ଲାରେ: ୩୭

୨୪- ନୟାଗଡ଼ ଜିଲ୍ଲାରୁ –  ୨୩୨

୨୫- ନୂଆପଡ଼ା ଜିଲ୍ଲାରୁ –  ୮

୨୬- ପୁରୀ ଜିଲ୍ଲାରୁ –  ୧୦୪

୨୭- ରାୟଗଡ଼ା ଜିଲ୍ଲାରୁ –  ୧୦୫

୨୮- ସମ୍ବଲପୁର ଜିଲ୍ଲାରୁ –  ୭୭

୨୯- ସୋନପୁର ଜିଲ୍ଲାରୁ –  ୨୩

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୦୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୫୭୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୦ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୨, ୫୩୮ [+୧୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୭ [+୧୪୦] ଜଣ ସକ୍ରୀୟ ଅଛନ୍ତି। ୧, ୫୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧, ୦୧୦ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୧ [+୯] ଜଣ ସକ୍ରୀୟ ଅଛନ୍ତି। ୬୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୧, ୮୪୦ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୩ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୯୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୧, ୧୮୪ [+୧୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୬ [+୧୭୩] ଜଣ ସକ୍ରୀୟ ଅଛନ୍ତି। ୬୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୪୯୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୨ [+୧] ଜଣ ସକ୍ରୀୟ ଅଛନ୍ତି। ୨୧୭ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୪, ୭୧୦ [+୨୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୬୦ [+୨୪୦] ଜଣ ସକ୍ରୀୟ ଅଛନ୍ତି। ୩, ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୧୪୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୩] ଜଣ ସକ୍ରୀୟ ଅଛନ୍ତି। ୯୯ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧, ୦୨୮ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୧ [+୪୩] ଜଣ ସକ୍ରୀୟ ଅଛନ୍ତି। ୬୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨, ୪୮୮ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୨ [+୫୩] ଜଣ ସକ୍ରୀୟ ଅଛନ୍ତି। ୨, ୦୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୫, ୭୨୪ [+୨୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୪୨ [+୨୨୨] ଜଣ ସକ୍ରୀୟ ଅଛନ୍ତି। ୧୩, ୪୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୬ [+୪]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୧, ୨୧୮ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୬ [+୮୪] ଜଣ ସକ୍ରୀୟ ଅଛନ୍ତି। ୮୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୨, ୩୭୯ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୪ [+୬୯] ଜଣ ସକ୍ରୀୟ ଅଛନ୍ତି। ୧, ୭୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୬୩୩ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ [+୪୯] ଜଣ ସକ୍ରୀୟ ଅଛନ୍ତି। ୪୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୯୪୬ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୫ [+୭୬] ଜଣ ସକ୍ରୀୟ ଅଛନ୍ତି। ୫୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧, ୬୫୩ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୦ [+୬୩] ଜଣ ସକ୍ରୀୟ ଅଛନ୍ତି। ୧, ୦୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୯୬୨ [+୫୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୯ [+୫୭] ଜଣ ସକ୍ରୀୟ ଅଛନ୍ତି। ୬୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୩୭୦ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୫ [+୩୫] ଜଣ ସକ୍ରୀୟ ଅଛନ୍ତି। ୧, ୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୧୦, ୩୭୦ [+୫୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୬୭୦ [+୫୨୩] ଜଣ ସକ୍ରୀୟ ଅଛନ୍ତି। ୫, ୬୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୨, ୨୧୭ [+୧୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୭ [+୧୩୨] ଜଣ ସକ୍ରୀୟ ଅଛନ୍ତି। ୧, ୨୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୧, ୫୩୧ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୩ [+୫୬] ଜଣ ସକ୍ରୀୟ ଅଛନ୍ତି। ୯୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୧, ୬୫୪ [+୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୭ [+୫୩] ଜଣ ସକ୍ରୀୟ ଅଛନ୍ତି। ୮୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୫୯୯ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୪ [+୩୭] ଜଣ ସକ୍ରୀୟ ଅଛନ୍ତି। ୪୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧, ୮୮୩ [+୨୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୨ [+୨୩୨] ଜଣ ସକ୍ରୀୟ ଅଛନ୍ତି। ୯୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୩୦୦ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ [+୮] ଜଣ ସକ୍ରୀୟ ଅଛନ୍ତି। ୨୬୫ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨, ୨୩୯ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୦ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୧, ୨୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨, ୬୬୨ [+୧୦୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୯୮ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୧, ୪୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧, ୬୭୭ [+୭୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୫ [+୭୭] ଜଣ ସକ୍ରୀୟ ଅଛନ୍ତି। ୧, ୦୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୪୧୬ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୭ [+୨୩] ଜଣ ସକ୍ରୀୟ ଅଛନ୍ତି। ୧୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୩, ୫୭୮ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୪୧ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୨, ୩୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.