Odiapua.com

ମଣିପୁରରେ ତୀବ୍ର ଭୂମିକମ୍ପ ଅନୁଭୂତ

ନୂଆ ଦିଲ୍ଲୀ ୧-୨ (ଓଡ଼ିଆ ପୁଅ) ରବିବାର ବିଳମ୍ବିତ ରାତିରେ ମଣିପୁରର ଉକ୍ରୁଲରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦। ଏଥିରେ କୌଣସି ଧନଜୀବନ ନଷ୍ଟ ହୋଇନାହିଁ।