Home Coronavirus Outbreak ପୁଣି ଭଲ ଖବର – ସୁସ୍ଥ ହେଲେ ରାଜ୍ୟର ଆଉ ୫ କରୋନା ଆକ୍ରାନ୍ତ –...

ପୁଣି ଭଲ ଖବର – ସୁସ୍ଥ ହେଲେ ରାଜ୍ୟର ଆଉ ୫ କରୋନା ଆକ୍ରାନ୍ତ – ମୋଟ ସୁସ୍ଥଙ୍କ ସଂଖ୍ୟା ୧୮ ଛୁଇଁଲା

367

ଭୁବନେଶ୍ୱର ୧୪-୪ (ଓଡ଼ିଆ ପୁଅ) ଓଡିଶା ପାଇଁ ଭଲ ଖବର। ପୁଣି ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭୁବନେଶ୍ବରର। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଟ୍ୱିଟ କରି ସୂଚନା ଦେଇଛି। ଏବେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୮ ଛୁଇଁଛି। ଗତକାଲି କଳାହାଣ୍ଡିର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ଏହା ପୂର୍ବରୁ ୧୨ ଜଣ ସୁସ୍ଥ ହୋଇଥିଲେ, ଗତକାଲି ୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.