ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ଜାରୀ ..

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ଜାରି କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ଏପ୍ରିଲ ୨୬ରେ ନାମାଙ୍କନ ଦାଖଲର ଶେଷ ତାରିଖ ହୋଇଥିବା ବେଳେ, ଏପ୍ରିଲ ୨୭ ତାରିଖରେ ନାମାଙ୍କନ ଯାଞ୍ଚ ହେବ। ଏହାସହ ଏପ୍ରିଲ ୨୯ ତାରିଖକୁ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି। ଏହାପରେ ମେ ମାସ ୧୩ ତାରିଖରେ ଭୋଟ ଗ୍ରହଣ ହେବ ଏବଂ ମେ’ ୧୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସରିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ … Continue reading ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ଜାରୀ ..