ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଡା: ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ (ଏଆଇଏମଏସ) ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଏଆଇଏମଏସରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ରବିବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ମନମୋହନ ସିଂଙ୍କୁ ଏଆଇଏମଏସ ଅଣାଯାଇଥିଲା। ଏହାପରେ ମନମୋହନ ସିଂଙ୍କୁ ରାତି ୮:୪୫ ସମୟରେ ଏଆଇଏମଏସର କାର୍ଡିଓ ଥୋରାସିକ୍ ୱାର୍ଡରେ ଭର୍ତ୍ତି କରାଯାଇଛି। … Continue reading ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏମ୍ସରେ ଭର୍ତ୍ତି