Home ଓଡ଼ିଶା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ ଏମ୍ସରେ ଭର୍ତ୍ତି

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ ଏମ୍ସରେ ଭର୍ତ୍ତି

529

ନୂଆଦିଲ୍ଲୀ ୧୦-୫ (ଓଡ଼ିଆ ପୁଅ) : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ଚିକିତ୍ସା ପାଇଁ ତାଙ୍କୁ ନୂଆ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଏବେ ସେ ଏମ୍ସର ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଚିକିତ୍ସାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ନିୟୋଜିତ ଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ସିଂହଙ୍କର ପୂର୍ବରୁ ହାର୍ଟ ସର୍ଜରୀ ହୋଇସାରିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.