ପରଲୋକରେ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ

ଭୁବନେଶ୍ୱର ୧୪-୫ (ଓଡ଼ିଆ ପୁଅ) : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ପରଲୋକ ଗମନ କରିଛନ୍ତି। ସେ ଅସୁସ୍ଥ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମଇ ୧୧ ତାରିଖରେ ପୁରୀ ଜିଲାର ନିମାପଡାଠାରେ ଜନ୍ମଗ୍ରହଣ କରିଥିଲେ। ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବେ ପରିଚିତ ଥିବା ଶ୍ରୀ ପଟ୍ଟନାୟକ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ … Continue reading ପରଲୋକରେ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ