ବାସ୍ତୁ ଶାସ୍ତ୍ରରେ ଗଣେଶ: ଜାଣନ୍ତୁ କିଛି ନିୟମ

।|ବକ୍ରତୁଣ୍ଡ ମହାକାୟ, ସୂର୍ୟକୋଟି ସମପ୍ରଭଃ ନିର୍ବିଘ୍ନମ୍ କୁରମେଦେବ,ସର୍ବକାର୍ଯ୍ୟେସୁ ସର୍ବଦା|। ଗଣେଶ ବିଘ୍ନନାଶ,ଅଗ୍ରପୂଜ୍ୟ ଶ୍ରୀଗଣେଶ।ନୂତନ ଘର ପ୍ରବେଶ ହେଉ ଅବା ଶୁଭକାର୍ଯ୍ୟ, ସର୍ବ ପ୍ରଥମେ ପୂଜା ପାଆନ୍ତି ଶ୍ରୀ ଗଣେଶ।ତାଙ୍କୁ ପୂଜା କଲେ ସବୁକିଛି ମଙ୍ଗଳ ହୋଇଥାଏ ବୋଲି ବିଶ୍ୱାସ ରହିଛି।ତେବେ, ବାସ୍ତୁଶାସ୍ତ୍ରରେ ମଧ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ସ୍ଥାନ ଖୁବ ଗୁରୁତ୍ୱପୂର୍ଣ୍ଣ।ଏହାକୁ ଅନୁସରଣ କରି ପ୍ରଭୁଙ୍କ ପ୍ରତିମାର ଠିକ ସ୍ଥାପନ କରି ପାରିଲେ ଘରକୁ ସୁଖସମୃଦ୍ଧି ଆସିଥାଏ। ● ଯଦି ଘରର ମୂଖ୍ୟ ଦ୍ୱାର ଦକ୍ଷିଣ ଦିଗକୁ ଖୋଲୁଥାଏ, … Continue reading ବାସ୍ତୁ ଶାସ୍ତ୍ରରେ ଗଣେଶ: ଜାଣନ୍ତୁ କିଛି ନିୟମ