ପବିତ୍ର “ଗୁରୁ ପୂର୍ଣ୍ଣିମା”ର ହାର୍ଦ୍ଦିକ ଅଭିନନ୍ଦନ

ଗୁରୁ ପୂର୍ଣ୍ଣିମା।ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ।ଆଷାଢ଼ ମାସ ପୂର୍ଣ୍ଣିମା ଦିନ ଏହା ପଡ଼ିଥାଏ।ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ, ବ୍ରହ୍ମସୂତ୍ର, ମୀମାଂସା ପ୍ରଭୃତିର ପ୍ରଣେତା ମହର୍ଷି ବ୍ୟାସଦେବଙ୍କ ଜନ୍ମତିଥି।ସେ ମଧ୍ୟ ବେଦାନ୍ତ ଦର୍ଶନ ଓ ଅଦ୍ୱୈତବାଦର ସଂସ୍ଥାପକ।ବେଦମାନଙ୍କର ସଂଗ୍ରହ ଓ ବିଭାଗ କରିଥିବାରୁ ପୁରାଣନୁଯାୟୀ ଭିନ୍ନଭିନ୍ନ କଳ୍ପରେ ପ୍ରତ୍ୟେକ ଯୁଗରେ ଜନ୍ମ ଗ୍ରହଣ କରି ବେଦମାନଙ୍କ ସଂଗ୍ରହ ଓ ବିଭାଗକାରୀ ଋଷି ବେଦବ୍ୟାସ … Continue reading ପବିତ୍ର “ଗୁରୁ ପୂର୍ଣ୍ଣିମା”ର ହାର୍ଦ୍ଦିକ ଅଭିନନ୍ଦନ