କୂଳଭୂଷଣଙ୍କୁ ୱାଘା ବର୍ଡ଼ରରେ ଫାଶୀ ଦିଆଯାଉ: ବଲିଉଡ୍ ଅଭିନେତ୍ରୀ !

ନୂଆଦିଲ୍ଲୀ: କୁଳଭୂଷଣ ଯାଦବ ମାମଲାରେ ଭାରତର ବିଜୟ ହୋଇଛି।ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ଭାରତ ସପକ୍ଷରେ ରାୟ ଦେଇଛନ୍ତି। ଅବସରପ୍ରାପ୍ତ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କ ନାମରେ ଗୁଇନ୍ଦାଗିରି ଏବଂ ଆତଙ୍କବାଦୀ ଆଦି ଅଭିଯୋଗ ଆଣି ପାକିସ୍ଥାନୀ ସାମରିକ କୋର୍ଟ ତାଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ ହେଁ ଆଇସିଜେ ଆଜି ଏଥିରେ ରୋକ୍‌ ଲଗାଇଛନ୍ତି।ଆଇସିଜେର ମୋଟ ୧୬ ଜଣ ସଦସ୍ୟଙ୍କ ମଧ୍ୟରୁ ୧୫ ଜଣ ଭାରତ ସପକ୍ଷରେ ଭୋଟ୍‌ ଦେଇଥିଲେ।ଏବେ ଭାରତ କୁଳଭୂଷଣଙ୍କ ପାଇଁ ଆଇନଗତ … Continue reading କୂଳଭୂଷଣଙ୍କୁ ୱାଘା ବର୍ଡ଼ରରେ ଫାଶୀ ଦିଆଯାଉ: ବଲିଉଡ୍ ଅଭିନେତ୍ରୀ !