Home Top News ଆଜି ପାଇଁ ଏହି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଆଜି ପାଇଁ ଏହି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

93

ଭୁବନେଶ୍ୱର ୪-୭ (ଓଡ଼ିଆ ପୁଅ) ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଢେଙ୍କାନାଳ, ବୌଦ୍ଦ ଏହି ୧୯ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଅପରପକ୍ଷରେ ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଗୋଟି ଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.