ସିବିଏସ୍ଇ ବୋର୍ଡ ସମେତ ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲା ମାନବସମ୍ବଳ ବିକାଶ ମନ୍ତ୍ରଣାଳୟ : ସିବିଏସ୍ଇ ବୋର୍ଡ ପରୀକ୍ଷାର ତାରିଖ ପୁନଃ ନିର୍ଦ୍ଧାରିତ ହେବ

ନୂଆ ଦିଲ୍ଲୀ ୧୮-୩ (ଓଡ଼ିଆ ପୁଅ) କରୋନାଭାଇରସ୍ ମହାମାରୀକୁ ଦୃଷ୍ଟିରେ ରଖି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ ଅନ୍ୟ ସମସ୍ତ ବୋର୍ଡକୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ଚାଲିଥିବା ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛି। ବିଶ୍ୱବିଦ୍ୟାଳୟ ପରୀକ୍ଷା, ଜେଇଇ ସମେତ ଅନ୍ୟ ସମସ୍ତ ପରୀକ୍ଷା ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଓପନ୍ ଲର୍ଣ୍ଣି (NIOS) କୁ ମଧ୍ୟ ସ୍ଥଗିତ ରଖିବାକୁ କୁହାଯାଇଛି। ସିବିଏସ୍ଇ ତରଫରୁ … Continue reading ସିବିଏସ୍ଇ ବୋର୍ଡ ସମେତ ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲା ମାନବସମ୍ବଳ ବିକାଶ ମନ୍ତ୍ରଣାଳୟ : ସିବିଏସ୍ଇ ବୋର୍ଡ ପରୀକ୍ଷାର ତାରିଖ ପୁନଃ ନିର୍ଦ୍ଧାରିତ ହେବ