Home Top News ବାତ୍ୟାକୁ ଦୃଷ୍ଟିରେ ରଖି, ମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱରରେ ପହଞ୍ଚି ସେଠାରେ ପରିସ୍ଥିତି ଉପରେ...

ବାତ୍ୟାକୁ ଦୃଷ୍ଟିରେ ରଖି, ମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱରରେ ପହଞ୍ଚି ସେଠାରେ ପରିସ୍ଥିତି ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

73

ଭୁବନେଶ୍ୱର ୨୫-୫ (ଓଡ଼ିଆ ପୁଅ) ବାଲେଶ୍ୱରରେ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୃହ ରାଜ୍ୟମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଆଜି ବାଲେଶ୍ୱରରେ ପହଞ୍ଚି ସେଠାରେ ପରିସ୍ଥିତି ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.