Odiapua.com

ବାତ୍ୟାକୁ ଦୃଷ୍ଟିରେ ରଖି, ମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱରରେ ପହଞ୍ଚି ସେଠାରେ ପରିସ୍ଥିତି ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୫-୫ (ଓଡ଼ିଆ ପୁଅ) ବାଲେଶ୍ୱରରେ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୃହ ରାଜ୍ୟମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଆଜି ବାଲେଶ୍ୱରରେ ପହଞ୍ଚି ସେଠାରେ ପରିସ୍ଥିତି ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।