Odiapua.com

ଆଜି ବି ଦେଶରେ ୨୬,୫୦୬ ହଜାର ନୂଆ କରୋନା ଆକ୍ରାନ୍ତ, ୪୭୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୧,୬୦୪

ନୂଆ ଦିଲ୍ଲୀ ୧୦-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୨୬,୫୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୪୭୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୯୩,୮୦୨ କୁ ବୃଦ୍ଧି ପାଇଛି ଏବଂ ୨,୭୬,୬୮୫ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୪,୯୫,୫୧୩ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨୧,୬୦୪ କୁ ବୃଦ୍ଧି ପାଇଛି।