Home Coronavirus Outbreak ଦେଶରେ ୩୪,୯୫୬ ନୂଆ କରୋନା ଆକ୍ରାନ୍ତ, ୬୮୭ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୫,୬୦୨

ଦେଶରେ ୩୪,୯୫୬ ନୂଆ କରୋନା ଆକ୍ରାନ୍ତ, ୬୮୭ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୫,୬୦୨

194

ନୂଆ ଦିଲ୍ଲୀ ୧୫-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୩୪,୯୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୬୮୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୩,୮୩୨ କୁ ବୃଦ୍ଧି ପାଇଛି ଏବଂ ୩,୪୨,୪୭୩ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୬,୩୫,୭୫୭ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨୫,୬୦୨ କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.