Home Coronavirus Outbreak ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି – ଆଜି ସର୍ବାଧିକ, ଦେଶରେ ୨୭,୧୧୪ ହଜାର...

ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି – ଆଜି ସର୍ବାଧିକ, ଦେଶରେ ୨୭,୧୧୪ ହଜାର ନୂଆ କରୋନା ଆକ୍ରାନ୍ତ, ୫୧୯ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୨,୧୨୩

197

ନୂଆ ଦିଲ୍ଲୀ ୧୦-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୨୭,୧୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୫୧୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୨୦,୯୧୬ କୁ ବୃଦ୍ଧି ପାଇଛି ଏବଂ ୨,୮୩,୪୦୭ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୫,୧୫,୩୮୬ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨୨,୧୨୩ କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.