ad
Coronavirus Outbreak

ଦେଶରେ ୫୨, ୫୦୯ ନୂଆ କରୋନା ଆକ୍ରାନ୍ତ, ୮୫୭ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୯, ୭୯୫ କୁ ବୃଦ୍ଧି

ନୂଆ ଦିଲ୍ଲୀ ୫-୮ (ଓଡ଼ିଆ ପୁଅ) ଆଜିବି ଦେଶରେ ୫୨, ୫୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୮୫୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯, ୦୮, ୨୫୫ ଲକ୍ଷକୁ ବୃଦ୍ଧି ପାଇଛି ଏବଂ ୫, ୮୬, ୨୪୪ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୧୨, ୮୨, ୨୧୬ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୩୯, ୭୯୫ କୁ ବୃଦ୍ଧି ପାଇଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top