Home Top News ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ରାଜଭବନରେ ଶପଥ ନେଲେ ମୁଖ୍ୟ ବିଚାରପତି ଜଷ୍ଟିସ୍‌...

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ରାଜଭବନରେ ଶପଥ ନେଲେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର

42

ଭୁବନେଶ୍ୱର ୪-୧ (ଓଡ଼ିଆ ପୁଅ) ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ରାଜଭବନ ରେ ଶପଥ ନେଲେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର। ରାଜଭବନରେ ଶପଥ ପାଠ କରାଇଛନ୍ତି ଓଡ଼ିଶା ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲ। ଶପଥ ଗ୍ରହଣ ଉତ୍ସବରେ ଆଇନ ମନ୍ତ୍ରୀ, ବିରୋଧୀ ଦଳ ନେତା, ମୁଖ୍ୟ ଶାସନ ସଚିବ ଓ ଗୃହ ସଚିବ, ପୁଲିସ ମହାନିର୍ଦ୍ଦେଶକ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.