Home Coronavirus Outbreak କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା କରୋନା ଆକ୍ରାନ୍ତ

87

କେନ୍ଦ୍ରାପଡ଼ା ୧୨-୯ (ଓଡ଼ିଆ ପୁଅ) କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏ ନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି।
ପାଟଣଗଡ଼ ବିଧାୟକ ସରୋଜ ମେହେର କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.