Odiapua.com

କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ୧୨-୯ (ଓଡ଼ିଆ ପୁଅ) କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏ ନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି।
ପାଟଣଗଡ଼ ବିଧାୟକ ସରୋଜ ମେହେର କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି।