ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଗଜାନନ ବେଶ ଏବଂ ଏହାର କିମ୍ଵଦନ୍ତୀ ..

ଭୁବନେଶ୍ୱର: ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରୁ ସ୍ନାନ ଯାତ୍ରା ଅନ୍ୟତମ। ଏହାକୁ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ। ପ୍ରତି ବର୍ଷ ଜ୍ୟୈଷ୍ଠ ମାସ ପୂର୍ଣ୍ଣିମା ତିଥିରେ ଏହା ପାଳିତ ହୋଇଥାଏ। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେରେ ଆନନ୍ଦବଜାର ସ୍ଥିତ ସ୍ନାନମଣ୍ଡପ (ବେଦୀ) ଉପରେ ବିରାଜମନ କରିଥାଆନ୍ତି। ଏହି ସମୟରେ ଠାକୁର ମାନଙ୍କର ପ୍ରସିଦ୍ଧ ଗଜାନନ ବେଶ ବା ହାତୀ ବେଶ ବା ଗଣେଶ ବେଶ ହୋଇଥାଏ। ସ୍ନାନ ମଣ୍ଡପରେ ବିରାଜିତ ଶ୍ରୀଜୀଉ ମାନଙ୍କର ସ୍ନାନ ନୀତି … Continue reading ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଗଜାନନ ବେଶ ଏବଂ ଏହାର କିମ୍ଵଦନ୍ତୀ ..