ହାଇଦର ଘଟଣାରେ ରାଜ୍ୟ ସରକାରଙ୍କୁ ଲେଖାଶ୍ରୀଙ୍କ ପ୍ରଶ୍ନବାଣ ..

ଭୁବନେଶ୍ୱର: କୁଖ୍ୟାତ ଅପରାଧୀ ହାଇଦର ଫେରାର ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଜେପି ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର। ତେଲାଙ୍ଗାନାରୁ ହାଇଦରକୁ ସେଠାକାର ପୋଲିସ ଗିରଫ କରିଥିଲାବେଳେ ଓଡ଼ିଶା ସରକାର ପିଠି ଥାପୁଡ଼ାଉଛନ୍ତି ବୋଲି ସେ କହିଛନ୍ତି। ଚିକିତ୍ସା ପାଇଁ ଆସିଥିବା ହାଇଦର ହସ୍ପିଟାଲରେ ଥିବାବେଳେ ପୋଲିସ ହୋଟେଲରେ ରହୁଥିଲା। କେବଳ ଏତିକି ନୁହେଁ, କଡ଼ା ସୁରକ୍ଷାରେ ଥିବା ଜେଲ୍ ଭିତରେ ହାଇଦର ମୋବାଇଲ୍ ବ୍ୟବହାର କରିବା ସହ ବାହାରର ଅପରାଧକୁ ମଧ୍ୟ ନିୟନ୍ତ୍ରଣ … Continue reading ହାଇଦର ଘଟଣାରେ ରାଜ୍ୟ ସରକାରଙ୍କୁ ଲେଖାଶ୍ରୀଙ୍କ ପ୍ରଶ୍ନବାଣ ..