Home Top News ସମସ୍ତ ଟ୍ରେନରେ ସିସିଟିଭି କ୍ୟାମେରା ଲଗାଇବାକୁ ରେଳ ମନ୍ତ୍ରଣାଳୟର ମଞ୍ଜୁରୀ

ସମସ୍ତ ଟ୍ରେନରେ ସିସିଟିଭି କ୍ୟାମେରା ଲଗାଇବାକୁ ରେଳ ମନ୍ତ୍ରଣାଳୟର ମଞ୍ଜୁରୀ

102

ନୂଆ ଦିଲ୍ଲୀ ୪-୮ (ଓଡ଼ିଆ ପୁଅ) ସମସ୍ତ ଟ୍ରେନରେ ସିସିଟିଭି କ୍ୟାମେରା ଲଗାଇବାକୁ ରେଳ ମନ୍ତ୍ରଣାଳୟ ଅନୁମୋଦନ କରିଛି। ଏଥିମଧ୍ୟରେ EMU ଏବଂ ଯାତ୍ରୀବାହୀ ଟ୍ରେନ୍ ଅନ୍ତର୍ଭୁକ୍ତ। ରେଳମନ୍ତ୍ରୀ ଅଶ୍ୱାନୀ ବୈଷ୍ଣବ ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି ଯେ ଏପର୍ଯ୍ୟନ୍ତ ଚାରି ହଜାରରୁ ଅଧିକ ସିସିଟିଭି କ୍ୟାମେରା ଲଗାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.