ମୋଦୀଙ୍କ ଲୋକ ପ୍ରିୟତା ଅକ୍ଷୁର୍ଣ୍ଣ: ଦେଶରେ ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ; ମୋଦିଙ୍କ ସମର୍ଥନରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର: ବର୍ତ୍ତମାନ ଦେଶ କରୋନା ଭୂତାଣୁ ସହିତ ସଂଘର୍ଷ କରୁଛି। ଲକ୍ ଡାଉନ୍ ଘୋଷଣା ବ୍ୟତୀତ କେନ୍ଦ୍ର ସରକାର ଏଥିପାଇଁ ଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ସମୟରେ, ସରକାରଙ୍କ କାର୍ଯ୍ୟରେ ଲୋକମାନେ ଖୁସି ଅଛନ୍ତି କି ନାହିଁ ତାହା ଜାଣିବା ପାଇଁ ଏକ ସର୍ଭେ କରାଯାଇଥିଲା। ସି- ଭୋଟର ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକପ୍ରିୟତାରେ ୬୫% ସମର୍ଥନ ପ୍ରାପ୍ତ କରିଛନ୍ତି। ସେହିପରି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ … Continue reading ମୋଦୀଙ୍କ ଲୋକ ପ୍ରିୟତା ଅକ୍ଷୁର୍ଣ୍ଣ: ଦେଶରେ ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ; ମୋଦିଙ୍କ ସମର୍ଥନରେ ଓଡ଼ିଶା ଆଗୁଆ