ଭୁବନେଶ୍ୱର ୧୦-୪ (ଓଡ଼ିଆ ପୁଅ) କୋଭିଡ଼-୧୯ ପରିସ୍ଥିତିରେ ଜନସାଧାରଣଙ୍କ ଉପରେ ଆଥିକ ଚାପଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛାତ୍ରଛାତ୍ରୀଙ୍କ ନିମନ୍ତେ ଅପ୍ରେଲ୍ଠାରୁ ଜୁନ୍ ମାସ ପର୍ଯ୍ୟନ୍ତ ଟ୍ୟୁସନ୍ ଫି କମାଇବା କିମ୍ବା ଫି ଦାଖଲ ତାରିଖ ଘୁଞ୍ଚାଇବା ପାଇଁ ଅନୁରୋଧ କରିଛନ୍ତି।