Home Coronavirus Outbreak ଆଜି ପୁଣି ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ପୁଣି ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

825

ଭୁବନେଶ୍ୱର ୮-୬ (ଓଡ଼ିଆ ପୁଅ) ଆଜି ପୁଣି ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳର।
ତେବେ ଆଜି ୧୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୧୩ ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୧୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, କନ୍ଧମାଳ ଜିଲ୍ଲାରୁ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୧୧ ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ା ଜିଲ୍ଲାରୁ୩ ଜଣ, ପୁରୀ ଜିଲ୍ଲାରୁ୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛିନ୍ତି।

୧୭୯୪୧୫ ଜଣଙ୍କର ସ୍ୱାବ ଟେଷ୍ଟ ହୋଇଛି। ତେବେ ମୋଟ ୨୯୯୪ ଜଣଙ୍କ ଏପର୍ଯ୍ୟନ୍ତ ପଜିଟିଭ୍ ଆସିଥିବା ବେଳେ, ୧୮୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ଜଣ ସକ୍ରୀୟ ୧୦୮୯ ବିଭିନ୍ନ କୋଭିଜ୍ ହସ୍ପିଟାଲରେ ଚିକ୍ତିତ୍ସିତ ହେଉଛନ୍ତି।

ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.