Odiapua.com

ରାଜ୍ୟରେ ପୁଣି ୧୬୫ କରୋନା ଆକ୍ରାନ୍ତଚିହ୍ନଟ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

ଭୁବନେଶ୍ୱର ୧୯-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୧୬୫ ଜଣ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୭ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍୨୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଦା ଜିଲ୍ଲାରୁ ୮ ଜଣ, ଯାଜପୁରରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରେରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୧ଜଣ, ପୁରୀ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ମାଲକାନଗିରି ରୁ ୧ଜଣ, ଗଞ୍ଜାମ ଜିଲ୍ଲାରୁ ୪୧ଜଣ, ଗଜପତିଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୧ ଜଣ ଏବଂ NDRF/ODRAF/ ଅଗ୍ନିଶମ କ୍ରମଚାରୀ ଅମ୍ପାନ ଡ୍ୟୁଟି ସାରି ଆସିଥିବା ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ ହୋଇଛି।

ଆଜି ୧୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୪୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ କୁ ବୃଦ୍ଧି ପାଇଛି। ୩୧୪୪ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୧୬୬୦୭ ହୋଇଛି। କରୋନା କାରଣରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ୧୫୧୯ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲାୱାରୀ ତଥ୍ୟ

ଗଞ୍ଜାମ ଜିଲ୍ଲାରେ ୭୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ ଜଣ ସକ୍ରୀୟ ଅଛନ୍ତି। ୬ ଜଣଙ୍କର ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ରେ ୪୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୦ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୩୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୫ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୨୭୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୨୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ ଜଣ ସକ୍ରୀୟ ଅଛନ୍ତି।

NDRF/ODRAF/ Fire Service କର୍ମଚାରୀ ରେ ୨୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୧୯୧ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୦ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୧୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲାରେ ୧୭୫ ଜଣ ସଂକ୍ରମିତ ହୋଇଥିବା ବେଳେ ୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ରେ ୧୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୫୨ ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣ ସକ୍ରୀୟ ଅଛନ୍ତି।

ବଗଗଡ଼ ଜିଲ୍ଲାରେ ରେ ୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୨୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ରେ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।