Home Coronavirus Outbreak ରାଜ୍ୟରେ ୧୭୦ ନୂଆ କରୋନା ଆକ୍ରାନ୍ତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

ରାଜ୍ୟରେ ୧୭୦ ନୂଆ କରୋନା ଆକ୍ରାନ୍ତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

320

– ୧୭୦ ନୂଆ ଆକ୍ରାନ୍ତ
– ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ
– ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ ଆକ୍ରାନ୍ତ ଚିହ୍ନଟ
– ୧୪୩ ଜଣ କ୍ୱାରେଣ୍ଟିନ୍‌ରୁ
– ୨୭ ସ୍ଥାନୀୟ ଅଞ୍ଚଳରୁ
ଭୁବନେଶ୍ୱର ୨୭-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
୧- ନବରଙ୍ଗପୁର ଜିଲ୍ଲାରୁ ୧୯

୨- ରାୟଗଡ଼ା ଜିଲ୍ଲାରୁ ୧୬

୩- ଖୋର୍ଦ୍ଦା ଜିଲ୍ଲାରୁ ୧୯

୪- ଗଞ୍ଜାମ ଜିଲ୍ଲାରୁ ୫୮

୫- ଯାଜପୁର ଜିଲ୍ଲାରୁ ୩

୬- ମାଲକାନଗିରି ରୁ ୫

୭- ପୁରୀ ଜିଲ୍ଲାରୁ ୬

୮- କଟକ ଜିଲ୍ଲାରୁ ୧୪

୯- ନୟାଗଡ଼ ଜିଲ୍ଲାରୁ ୩

୧୦- ଗଜପତିଜିଲ୍ଲାରୁ ୧୬

୧୧- ବରଗଡ଼ ଜିଲ୍ଲା ରୁ ୧

୧୨- କେନ୍ଦ୍ରାପଡ଼ାରୁ ୬

୧୩- ସମ୍ବଲପୁର ଜିଲ୍ଲାରୁ ୨

୧୪- କୋରାପୁଟ ଜିଲ୍ଲାରୁ ୧

୧୫- NDRF କର୍ମଚାରୀ ୦୧

ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦ ହୋଇଛି।

ଆଜି ୧୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୪୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦ କୁ ବୃଦ୍ଧି ପାଇଛି। ୪୪୩୨ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୪୯୯୦୨ ହୋଇଛି। କରୋନା କାରଣରୁ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ୧୯୦୩ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲାୱାରୀ ତଥ୍ୟ –

ଗଞ୍ଜାମ ଜିଲ୍ଲାରେ ୧୧୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୫ ଜଣ ସକ୍ରୀୟ ଅଛନ୍ତି। ୯ ଜଣଙ୍କର ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ରେ ୭୭୧ ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬୬ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୫୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ ଜଣ ସକ୍ରୀୟ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୪୨୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୬ ଜଣ ସକ୍ରୀୟ ଅଛନ୍ତି।

ଯାଜପୁର ଜିଲ୍ଲାରେ ୪୦୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୪ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୩୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୨୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୨୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ରେ ୧୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୦ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୭୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୧୦୭ ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୭୩ ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣ ସକ୍ରୀୟ ଅଛନ୍ତି।

ବଗଗଡ଼ ଜିଲ୍ଲାରେ ରେ ୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଅନୁଗୁଳ ଜିଲ୍ଲାରେ ୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୨୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.