Home Coronavirus Outbreak ରାଜ୍ୟରେ ପୁଣି ୧୭୫ କରୋନା ଆକ୍ରାନ୍ତ‌ ଚିହ୍ନଟ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

ରାଜ୍ୟରେ ପୁଣି ୧୭୫ କରୋନା ଆକ୍ରାନ୍ତ‌ ଚିହ୍ନଟ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

334

ଭୁବନେଶ୍ୱର ୧୭-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୧୭୫ ଜଣ କରୋନା ଆକ୍ରାନ୍ତ‌ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୫ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଜପତି ଜିଲ୍ଲାରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌୩୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୭୫ ଆକ୍ରାନ୍ତଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧ ବାଲେଶ୍ୱର ଜିଲ୍ଲାରୁ ୬ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ, ଗଜପତିଜିଲ୍ଲାରୁ ୫୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ ହୋଇଛି।

ଆଜି ୧୭୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୪୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ କୁ ବୃଦ୍ଧି ପାଇଛି। ୨୯୭୪ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୦୮୪୭୨ ହୋଇଛି। କରୋନା କାରଣରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ୧୩୫୦ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

NDRF/ODRAF ଏବଂ ଅଗ୍ନିଶମ ବିଭାଗରୁ ଅମ୍ପାନ ଡ୍ୟୁଟି ସାରି ଆସିଥିବା ୨୧ ଜଣ ଯବାନ ଆକ୍ରାନ୍ତ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୯୫ ।

ଗତକାଲି ୧୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଜିଲ୍ଲାୱାରୀ ତଥ୍ୟ

ଗଞ୍ଜାମ ଜିଲ୍ଲାରେ ୬୯୯ ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ ଜଣ ସକ୍ରୀୟ ଅଛନ୍ତି। ୬ ଜଣଙ୍କର ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୩୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୮ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୩୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୫ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୨୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ ଜଣ ସକ୍ରୀୟ ଅଛନ୍ତି।

NDRF/ODRAF/ Fire Service କର୍ମଚାରୀ – ୧୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୧୮୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧୮୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୧୭୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲାରେ ୧୭୪ ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୭ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୧୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୮ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ରେ ୧୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୫ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୮ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୭୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୫୨ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣ ସକ୍ରୀୟ ଅଛନ୍ତି।

ବରଗଡ଼ ଜିଲ୍ଲାରେ ୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୦ ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.