Home Coronavirus Outbreak ରାଜ୍ୟରେ ପୁଣି ୧୭୪ କରୋନା ଆକ୍ରାନ୍ତ‌ ଚିହ୍ନଟ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

ରାଜ୍ୟରେ ପୁଣି ୧୭୪ କରୋନା ଆକ୍ରାନ୍ତ‌ ଚିହ୍ନଟ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ ?

562

ଭୁବନେଶ୍ୱର ୧୮-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୧୭୪ ଜଣ କରୋନା ଆକ୍ରାନ୍ତ‌ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୧୦ ଜଣ, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନଗିରି : ଜଣେ, ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୫୬ ଜଣ, ବୌଦ୍ଦ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ ହୋଇଛି।

ଆଜି ୧୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି ପାଇଛି। ୩୦୪୭ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୧୨୨୨୪ ହୋଇଛି। କରୋନା କାରଣରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ୧୪୫୧ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲାୱାରୀ ତଥ୍ୟ

ଗଞ୍ଜାମ ଜିଲ୍ଲା ରେ ୭୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୯ ଜଣ ସକ୍ରୀୟ ଅଛନ୍ତି। ୬ ଜଣଙ୍କର ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ରେ ୪୦୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୮ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୩୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣ ସକ୍ରୀୟ ଅଛନ୍ତି।

କଟକ ଜିଲ୍ଲା ରେ ୩୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୨ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୨୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲା ରେ ୨୦୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୧ ଜଣ ସକ୍ରୀୟ ଅଛନ୍ତି।

NDRF/ODRAF/ Fire Service କର୍ମଚାରୀ ରେ ୧୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲା ରେ ୧୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲା ରେ ୧୭୪ ଜଣ ସଂକ୍ରମିତ ହୋଇଥିବା ବେଳେ ୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲା ରେ ୧୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲା ରେ ୧୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲା ରେ ୧୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୭ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ରେ ୧୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୧୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲା ରେ ୧୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲା ରେ ୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୫୨ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣ ସକ୍ରୀୟ ଅଛନ୍ତି।

ବଗଗଡ଼ ଜିଲ୍ଲାରେ ରେ ୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲା ରେ ୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲା ରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲା ରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲା ରେ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲା ରେ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲା ରେ ୨୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲା ରେ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲା ରେ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ରେ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.