ଭୁବନେଶ୍ବର ୬-୫ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫନି ବାତ୍ୟା ଦୁର୍ଗତଙ୍କ ସହାୟତା ଓ ପୁନରୁଦ୍ଧାର ପାଇଁ ତାଙ୍କର ବର୍ଷକର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି।