Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୯, ଜୁଲାଇ

200

ଭୁବନେଶ୍ୱର ୯-୭ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୫୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ ୧୧୨୦୧ କୁ ବୃଦ୍ଧି ହୋଇଛି। ଆଜି ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୧୬ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ୧୬୧ ଜଣ ଚିହ୍ନଟ ହୋଇଛନ୍ତି। ତେବେ ୨୨ ଟି ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୩୦୩ ଜଣ। ରାଜ୍ୟରେ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୧୪୯୮୭। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୦୧ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୭୦୦୬ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୪୧୨୮ ଜଣ।

ଆଜି ପୁଣି କରୋନା ନେଇଛି ୪ ମୁଣ୍ଡ। କରୋନା କାରଣରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ କାରଣରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ତେବେ ଭଦ୍ରକରୁ ଜଣେ, ଗଞ୍ଜାମରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ଭଦ୍ରକ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୨ କୁ ବୃଦ୍ଧି ପାଇଥିବା ବେଳେ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୧୫ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଏହି ୪ ଜଣଙ୍କର ମୃତ୍ୟୁ ଘଟିଛି

ଜାଣନ୍ତୁ କେଉଁ ଜିଲ୍ଲାରୁ

୧- ଗଞ୍ଜାମ ଜିଲ୍ଲାର ୬୫ ବର୍ଷର ମହିଳା, ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ଗଞ୍ଜାମ ଜିଲ୍ଲାର ୫୮ ବର୍ଷର ପୁରୁଷ, ଯକ୍ଷ୍ମା ମେନିଞ୍ଜାଇଟିସରେ ମଧ୍ୟ ପୀଡିତ ଥିଲେ।
୩- ଗଞ୍ଜାମ ଜିଲ୍ଲାର ୬୩ ବର୍ଷର ପୁରୁଷ, ମଧୁମେହରେ ମଧ୍ୟ ପୀଡିତ ଥିଲେ।
୪- ଭଦ୍ରକ ଜିଲ୍ଲାର ୫୮ ବର୍ଷର ପୁରୁଷ, ମଧୁମେହ ଏବଂ କ୍ରନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ।

ଅନ୍ୟ କାରଣରୁ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ସେମାନେ ହେଲେ

୧- କର୍କଟ ରୋଗରେ କେ ଜିଲ୍ଲାର କେନ୍ଦୁଝର ଜିଲ୍ଲାର ୪୨ ବର୍ଷର ପୁରୁଷ।

୨- କିଡନୀରେ ଆଘାତ ଏବଂ ମେଟାବୋଲିକ୍ ଏସିଡୋସିସ୍ ସହିତ ପାଇରେକ୍ସିଆ କାରଣରୁ ଭଦ୍ରକ ଜିଲ୍ଲାର ୮୮ ବର୍ଷର ମହିଳାଙ୍କର ମୃତ୍ୟୁ ହୋଇଛି।

କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୭

୨- ବାଲେଶ୍ୱର ଜିଲ୍ଲାରୁ – ୩୦

୩- ଭଦ୍ରକ ଜିଲ୍ଲାରୁ – ୨

୪- ବୌଦ୍ଦ ଜିଲ୍ଲାରୁ – ୫

୫- କଟକ ଜିଲ୍ଲାରୁ – ୧୪

୬- ଢେଙ୍କାନାଳ ଜିଲ୍ଲାରୁ – ୪

୭- ଗଜପତି ଜିଲ୍ଲାରୁ – ୧୭

୮- ଗଞ୍ଜାମ ଜିଲ୍ଲାରୁ – ୨୬୦

୯- ଜଗତସିଂହପୁର ଜିଲ୍ଲାରୁ – ୭

୧୦- ଯାଜପୁର ଜିଲ୍ଲାରୁ – ୯

୧୧- ଝାରସୁଗୁଡ଼ା ଜିଲ୍ଲାରୁ – ୧

୧୨- କନ୍ଧମାଳ ଜିଲ୍ଲାରୁ – ୧

୧୩- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩

୧୪- କେନ୍ଦୁଝର ଜିଲ୍ଲାରୁ – ୪୮

୧୫- ଖୋର୍ଦ୍ଧା : ୫୬

୧୬- କୋରାପୁଟ ଜିଲ୍ଲାରୁ – ୬

୧୭- ମାଲକାନଗିରି : ୧

୧୮- ମୟୁରଭଞ୍ଜ ଜିଲ୍ଲାରୁ – ୧୪

୧୯- ନୟାଗଡ଼ ଜିଲ୍ଲାରୁ – ୧

୨୦- ପୁରୀ ଜିଲ୍ଲାରୁ – ୫

୨୧- ସମ୍ବଲପୁର ଜିଲ୍ଲାରୁ – ୩

୨୨- ସୁନ୍ଦରଗଡ଼ ଜିଲ୍ଲାରୁ – ୮୩

ଜିଲ୍ଲାୱାରୀ ତଥ୍ୟ

ଅନୁଗୁଳ ଜିଲ୍ଲା ରେ ୧୧୯ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୭] ଜଣ ସକ୍ରୀୟ ଅଛନ୍ତି। ୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୪୯୬ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୮ [+୩୦] ଜଣ ସକ୍ରୀୟ ଅଛନ୍ତି। ୩୪୬ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧୬୭ ଜଣ ସଂକ୍ରମିତ ହୋଇଥିବା ବେଳେ ୬୬ ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨୭୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ ଜଣ ସକ୍ରୀୟ ଅଛନ୍ତି। ୨୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ ଜଣ ସକ୍ରୀୟ ଅଛନ୍ତି। ୧୬୭ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୫୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୫] ଜଣ ସକ୍ରୀୟ ଅଛନ୍ତି। ୪୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୮୮୬ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୮ [+୧୪] ଜଣ ସକ୍ରୀୟ ଅଛନ୍ତି। ୫୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୪୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୯୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ [+୪] ଜଣ ସକ୍ରୀୟ ଅଛନ୍ତି। ୭୫ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୫୩୮ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୫ [+୧୭] ଜଣ ସକ୍ରୀୟ ଅଛନ୍ତି। ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୩, ୦୯୬ [+୨୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୫୮ [+୨୫୭] ଜଣ ସକ୍ରୀୟ ଅଛନ୍ତି। ୧, ୬୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩୬୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୭] ଜଣ ସକ୍ରୀୟ ଅଛନ୍ତି। ୨୭୨ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲା ରେ ୬୭୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୬ [+୯] ଜଣ ସକ୍ରୀୟ ଅଛନ୍ତି। ୪୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧୩୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୧] ଜଣ ସକ୍ରୀୟ ଅଛନ୍ତି। ୧୧୧ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୭୧ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୧୯୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୧] ଜଣ ସକ୍ରୀୟ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨୮୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୩] ଜଣ ସକ୍ରୀୟ ଅଛନ୍ତି। ୨୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨୪୬ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୪୭] ଜଣ ସକ୍ରୀୟ ଅଛନ୍ତି। ୧୩୫ ଜଣ ସୁସ୍ଥ ହୋଇଛନ୍ତି। ୧ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧, ୧୩୫ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୩ [+୫୬] ଜଣ ସକ୍ରୀୟ ଅଛନ୍ତି। ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୭୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୬] ଜଣ ସକ୍ରୀୟ ଅଛନ୍ତି। ୨୯ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୧୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୧] ଜଣ ସକ୍ରୀୟ ଅଛନ୍ତି। ୬୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୩୦୫ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୦୦ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ ଜଣ ସକ୍ରୀୟ ଅଛନ୍ତି। ୪୧ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୨୧୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [+୧] ଜଣ ସକ୍ରୀୟ ଅଛନ୍ତି। ୧୫୨ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୮୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩୨୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୫] ଜଣ ସକ୍ରୀୟ ଅଛନ୍ତି। ୨୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ ଜଣ ସକ୍ରୀୟ ଅଛନ୍ତି। ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧୦୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୩] ଜଣ ସକ୍ରୀୟ ଅଛନ୍ତି। ୫୦ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୩୭ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୫୫୪ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୮ [+୮୩] ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.