Home Coronavirus Outbreak ଆଜି କରୋନା ନେଲା ୧୫ ମୁଣ୍ଡ, ମୋଟ ୭୬୭

ଆଜି କରୋନା ନେଲା ୧୫ ମୁଣ୍ଡ, ମୋଟ ୭୬୭

108

ଭୁବନେଶ୍ୱର ୨୫-୯ (ଓଡ଼ିଆ ପୁଅ) ଆଜି କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୭୬୭ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –
ଅନୁଗୁଳ ଜିଲ୍ଲାରୁ ଜଣେ,

ବଲାଙ୍ଗୀର ଜିଲ୍ଲାରୁ ଜଣେ,

କଟକ ଜିଲ୍ଲାରୁ ଜଣେ,

କନ୍ଧମାଳ ଜିଲ୍ଲାରୁ ଜଣେ,

କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ,

ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ,

ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,

ପୁରୀ ଜିଲ୍ଲାରୁ ୩ ଜଣ,

ରାୟଗଡ଼ା ଜିଲ୍ଲାରୁ ଜଣେ

 

୧- ଅନୁଗୁଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୨- ବଲାଙ୍ଗୀରର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗ, ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- ଭୁବନେଶ୍ୱରର ଜଣେ ୬୩ ବର୍ଷ ବୟସ୍କ ପୁରୁଷ।

୭- କଟକ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୮- କନ୍ଧମାଳ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ।

୧୦- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ।

୧୨- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୩- ପୁରୀ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଇସକେମିକ୍ ହୃଦ୍ ରୋଗରେ ମଧ୍ୟ ପୀଡିତ ଥିଲେ।

୧୪- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୧୫- ରାୟଗଡା ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କା ମହିଳା।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.